ପ୍ୟାରିସ ପାରାଲିମ୍ପିକ୍ସ : ଭାରତ ପାଇଁ ବ୍ରୋଞ୍ଜ ଆଣିଲେ ଦୀପ୍ତି
ନୂଆଦିଲ୍ଲୀ/ଭୁବନେଶ୍ୱର,୦୪-୦୯-୨୪(ପିପିଏସ) : ପାରା ଅଲିମ୍ପିକ୍ସର ଦୌଡ଼ କୁଦରୁ ଭାରତକୁ ଆଉ ଏକ ବ୍ରୋଞ୍ଜ ପଦକ ମିଳିଛି । ଭାରତର ଦୀପ୍ତି ଜୀବନଜୀ ୪୦୦ ମିଟର ଟି୨୦ ଫାଇନାଲରେ ଦେଶ ପାଇଁ ଏହି ସଫଳତା ଆଣିଛନ୍ତି।
ସେ ୫୫.୮୨ ସେକେଣ୍ଡରେ ୪୦୦ ମିଟର ଦୂରତା ଅତିକ୍ରମ କରି ତୃତୀୟ ସ୍ଥାନରେ!-->!-->!-->…