ନିଆଁରେ ଜଳିଗଲେ ୭ମାସର ଗର୍ଭବତୀ

ମାଲକାନଗିରି/ଭୁବନେଶ୍ୱର ୦୩-୦୯-୨୪(ପିପିଏସ ): ମାଲକାନଗିରିରୁ ଆସିଛି ଏକ ହୃଦୟ ବିଦାରକ ଖବର। ନିଆଁରେ ଜଳି ମୃତ୍ୟୁବରଣ କଲେ ୭ ମାସରେ ଗର୍ଭବତୀ ମହିଳା। ସୂଚନା ଅନୁଯାୟୀ, ମାଲକାନଗିରି ଥାନା ଅନ୍ତର୍ଗତ ଏମଭି-୯ ଗାଁର ମହିଳା ବିନିତା ମାଳି ଗତ ରବିବାର ଦିନ ସ୍ବାସ୍ଥ୍ୟ ଅବସ୍ଥା

ମା’ ସମଲେଇଙ୍କ ମନ୍ଦିରରେ ନୂଆ ଧାନ ପହଞ୍ଚିବ

ବଲବସପୁର ଗ୍ରାମର ସୁବାସ ବେହେରା ନୂତନ ଧାନ ନେଇ ମନ୍ଦିର କର୍ତ୍ତୃପକ୍ଷଙ୍କୁ ପ୍ରଦାନ କରିବେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପାଇଁ ମନ୍ଦିର କର୍ତ୍ତୃପକ୍ଷଙ୍କ ତରଫରୁ ସମସ୍ତ ପ୍ରସ୍ତୁତି ଶେଷ ସମ୍ବଲପୁର/ଭୁବନେଶ୍ୱର ୦୩-୦୯-୨୪(ପିପିଏସ ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପାଇଁ ଆଉ

ଓଡ଼ିଶାର କୌଣସି ଯାଗାରେ ବେଞ୍ଚ୍ ପ୍ରତିଷ୍ଠାର ଯଥାର୍ଥତା ନାହିଁ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨-୯-୨୪(ପିପିଏସ) : ପୁଣି ଥରେ ଚର୍ଚ୍ଚାରେ ହାଇକୋର୍ଟ ବେଞ୍ଚ୍ ପ୍ରସଙ୍ଗ। ଓଡ଼ିଶାର କୌଣସି ଯାଗାରେ ବେଞ୍ଚ୍ ପ୍ରତିଷ୍ଠାର ଯଥାର୍ଥତା ନାହିଁ ବୋଲି ସୁପ୍ରିମକୋର୍ଟ ଦେଇଥିବା ରାୟକୁ ଉଦ୍ଧୃତ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବିଧାନସଭାରେ ଉତ୍ତର ରଖିବା ପରେ ତେଜିଛି

ଦୋଷୀ ସାବ୍ୟସ୍ତ ହେଲେ ବି ବୁଲଡୋଜର ଚାଲିବା ଉଚିତ୍ ନୁହେଁ : ସୁପ୍ରିମକୋର୍ଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨-୯-୨୪(ପିପିଏସ) : ବୁଲଡୋଜର ସହ ଜଡ଼ିତ ମାମଲାର ଶୁଣାଣି ସେପ୍ଟେମ୍ବର ୨ ସୋମବାର ଦିନ ସୁପ୍ରିମକୋର୍ଟ(ଏସସି‌ )ରେ ଆରମ୍ଭ ହୋଇଛ। ଯେଉଁଥିରେ ସୋଲିସିଟର ଜେନେରାଲ ତୁଷାର ମେହେଟ୍ଟା ଜଷ୍ଟିସ ଗଭାଇ ଏବଂ ଜଷ୍ଟିସ କେ.ଭି ବିଶ୍ୱନାଥନଙ୍କ ବେଞ୍ଚରେ ନିଜର ଯୁକ୍ତି

କୃଷକଙ୍କୁ ମୋଦୀ ସରକାରଙ୍କ ଉପହାର : ୨୮୧୭ କୋଟି ବିନିଯୋଗରେ ଡିଜିଟାଲ କୃଷି ମିଶନ

ନୂଆଦିଲ୍ଲୀ/ଭୁବନେଶ୍ୱର,୨-୯-୨୪(ପିପିଏସ) : କେନ୍ଦ୍ର କ୍ୟାବିନେଟ ବୈଠକରେ କୃଷକଙ୍କ ସହ ଜଡିତ ୭ଟି ଯୋଜନାକୁ ଅନୁମୋଦନ ମିଳିଛି । କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହି ସୂଚନା ଦେଇଛନ୍ତି । କୃଷକଙ୍କ ଜୀବନରେ ଉନ୍ନତି ଆଣିବା ଏବଂ ସେମାନଙ୍କ ଆୟ ବୃଦ୍ଧି ପାଇଁ ସୋମବାର କ୍ୟାବିନେଟ୍ ୭ଟି

ବୈଷ୍ଣୋ ଦେବୀ ମାର୍ଗରେ ଭୂସ୍ଖଳନ : ୨ ମୃତ, ଅନେକ ଆହତ

ନୂଆଦିଲ୍ଲୀ/ଭୁବନେଶ୍ୱର,୨-୯-୨୪(ପିପିଏସ) : ଜମ୍ମୁ-କଶ୍ମୀରର ମାତା ବୈଷ୍ଣୋ ଦେବୀ ଭବନ ମାର୍ଗରେ ହେଲିପ୍ୟାଡ ନିକଟରେ ଭୂସ୍ଖଳନ ଘଟଣା ସାମ୍ନାକୁ ଆସିଛି । ଏହି ଦୁର୍ଘଟଣାରେ ୨ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବାବେଳେ କିଛି ଜଣ ଆହତ ହୋଇଛନ୍ତି । କୁହାଯାଉଛି କି ଭୂସ୍ଖଳନ ଯୋଗୁଁ ଅନେକ

ଚର୍ଚ୍ଚାରେ ଆଇଏଏସ୍‌ ଦମ୍ପତି : ମୁଖ୍ୟ ଶାସନ ସଚିବ ପଦରୁ ଅବସର ନେଲେ ସ୍ୱାମୀ, ପଦ ସମ୍ଭାଳିଲେ ସ୍ତ୍ରୀ

ଉଭୟ ଡା. ବେଣୁ ବି ଓ ଶାରଦା ମୁରଲିଧରନ ୧୯୯୦ ବ୍ୟାଚ୍‌ର ଆଇଏଏସ୍‌ ଆସନ୍ତା ୮ ମାସ ପର୍ଯ୍ୟନ୍ତ ଶାରଦା ମୁରଲିଧରନ ରହିବେ ମୁଖ୍ୟ ଶାସନ ସଚିବ ତିରୁଅନନ୍ତପୁରମ୍‌/ଭୁବନେଶ୍ୱର,୨-୯-୨୪(ପିପିଏସ) : ରୋଚକ ଏବଂ ବିରଳ ଘଟଣା । ଇତିହାସରେ ପ୍ରଥମ ଥର । ଏମିତି ଘଟଣା ଆପଣ କେବେ ଦେଖିନଥିବେ କି

ମଧୁସୂଦନ ଲ’ବିଶ୍ୱବିଦ୍ୟାଳୟରେ ନୂତନ ଛାତ୍ରଛାତ୍ରୀଙ୍କ ସ୍ୱାଗତ ସମାରୋହ

କଟକ,୨-୯-୨୪(ପିପିଏସ) : ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟରେ ନୂତନ ଭାବେ ଯୋଗଦାନ କରିଥିବା ପାଞ୍ଚବର୍ଷୀୟ ଆଇନ ଛାତ୍ରଛାତ୍ରୀଙ୍କ ନିମନ୍ତେ ସ୍ୱାଗତ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ରମାଦେବୀ ବିଶ୍ୱବିଦ୍ୟାଳୟର କୁଳପତି ପ୍ର.ଡଃ

ଖାଲି ପଡ଼ିଛି ୨ ଲକ୍ଷ ୫ ହଜାର ସରକାରୀ ପଦବୀ, ସର୍ବାଗ୍ରେ ଶିକ୍ଷା ଓ ସ୍ୱାସ୍ଥ୍ୟ ବିଭାଗ : ମୁଖ୍ୟମନ୍ତ୍ରୀ

ସ୍କୁଲ୍ ଏବଂ ଗଣଶିକ୍ଷା ବିଭାଗରେ ସର୍ବାଧିକ ୬୩,୪୦୫ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ ୩୯,୧୨୭ ଭୁବନେଶ୍ୱର,୨-୯-୨୪(ପିପିଏସ) : ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ୨ ଲକ୍ଷ ୫ ହଜାର ପଦବୀ ଖାଲି ପଡିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ସୂଚନା

ଉନ୍ମୋଚନ ହେଲା ‘ସୁଭଦ୍ରା’ ପୋର୍ଟାଲ, ମିଳିବ ସମସ୍ତ ସୂଚନା : ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨-୯-୨୪(ପିପିଏସ) : ମହିଳାଙ୍କୁ ହାତ ଖର୍ଚ୍ଚ ଦେବା ପାଇଁ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନା ଆରମ୍ଭ କରିଛନ୍ତି। ବହୁ କଳ୍ପନା ଜଳ୍ପନା ପରେ ‘ସୁଭଦ୍ରା’ ଯୋଜନା ପାଇଁ ଆବେଦନ ଆରମ୍ଭ ହୋଇଛି। ସୁଭଦ୍ରା ଯୋଜନାର ସମସ୍ତ ସୂଚନା ପାଇଁ ସୋମବାର ‘ସୁଭଦ୍ରା ପୋର୍ଟାଲ’ ଉନ୍ମୋଚନ କରିଛନ୍ତି