ଲାଞ୍ଚ ନେଉଥିଲେ କନିଷ୍ଠ ଯନ୍ତ୍ରୀ : ଭିଜିଲାନ୍ସକୁ ଦେଖି ଚେତା ବୁଡ଼ିଗଲା
ରାୟଗଡ଼ା/ଭୁବନେଶ୍ୱର,୩୧-୦୮-୨୪(ପିପିଏସ) : ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିବା ପରେ ଜଣେ କନିଷ୍ଠ ଯନ୍ତ୍ରୀ ଅଚେତ ହୋଇଗଲେ। ଆଜି ରାୟଗଡ଼ା ଜିଲ୍ଲାରେ ଦେଖିବାକୁ ମିଳିଛି ଏହି ଘଟଣା।
ଭିଜିଲାନ୍ସ ଜାଲରେ ପଡ଼ିଥିବା ଏହି ଯନ୍ତ୍ରୀଙ୍କ ନାଁ ପୂର୍ଣ୍ଣଚନ୍ଦ୍ର ଚୌଧୁରୀ। ସେ ରାୟଗଡ଼ା!-->!-->!-->…