ଭିଜିଲାନ୍ସ ଜାଲରେ ଶିକ୍ଷା ବିଭାଗର ଆଉଜଣେ କର୍ମଚାରୀ : ୬ଟି ସ୍ଥାନରେ ଚଢ଼ାଉ

ବାଲେଶ୍ୱର/ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ଗୁରୁବାର ଦିନ CHSE ରେକର୍ଡ ସପ୍ଲାୟର୍ ପୁରେନ୍ଦ୍ର ସେଠୀ ବନ୍ଧା ହେବା ପରେ ଆଜି ଶିକ୍ଷା ବିଭାଗର ଆଉଜଣେ କର୍ମଚାରୀଙ୍କୁ ଧରିଛି ଭିଜିଲାନ୍ସ । ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ବାଲେଶ୍ୱର ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର

ପାରାଅଲିମ୍ପିକ୍ସ: ବିଶ୍ୱ ରେକର୍ଡ ଅଳ୍ପକେ ମିସ୍‌ କଲେ ଭାରତର ହାତ ନଥିବା ତୀରନ୍ଦାଜ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୯-୦୮-୨୪(ପିପିଏସ) : ଭାରତର ତଥା ବିଶ୍ୱର ଏକମାତ୍ର ହାତ ନଥିବା ମହିଳା ତୀରନ୍ଦାଜ ଶୀତଲ ଦେବୀ ପ୍ୟାରିସ ଅଲିମ୍ପିକ୍ସରେ ବିଶ୍ୱ ରେକର୍ଡକୁ ଅଳ୍ପକେ ମିସ୍‌ କରି ଯାଇଛନ୍ତି। ମହିଳା ବ୍ୟକ୍ତିଗତ କମ୍ପାଉଣ୍ଡ ପ୍ରତିଯୋଗିତାରେ ଶୀତଲ କମାଲ କରିଥିଲେ ହେଁ ଦ୍ୱିତୀୟ ସ୍ଥାନରେ

ଆରମ୍ଭ ହୋଇଗଲାଣି ସଜବାଜ : ଜମିବ ନୂଆଁଖାଇ

ସମ୍ବଲପୁର/ଭୁବନେଶ୍ୱର,୨୯-୦୮-୨୪(ପିପିଏସ) : ନୂଆଁଖାଇ ପାଇଁ ପଶ୍ଚିମ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ବିଭିନ୍ନ ଜିଲ୍ଲାରେ ନବାନ୍ନ ଲାଗି ପାଇଁ ଲଗ୍ନ ଧାର୍ଯ୍ୟ ହୋଇସାରିଛି । ସମ୍ବଲପୁରରେ ମା’ ସମଲେଇଙ୍କଠାରେ ୮ ତାରିଖ ପୂର୍ବାହ୍ନ ୯ଟା ୧୨ରୁ ୯ଟା ୨୭ ମିନିଟ

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ନୂଆଁଖାଇ ପାଇଁ ସେପ୍ଟେମ୍ବର ୯ ଛୁଟି

ଭୁବନେଶ୍ୱର,୨୯-୦୮-୨୪(ପିପିଏସ) : ନୂଆଁଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେପ୍ଟେମ୍ବର ୮ ତାରିଖରେ ନୂଆଁଖାଇ ପର୍ବ ପଡ଼ୁଛି। ତେବେ ସେହିଦିନ ରବିବାର ପଡୁଛି। ରବିବାର ଛୁଟି ଦିବସ ହୋଇଥିବାରୁ ୯ ତାରିଖ ଅର୍ଥାତ୍ ସୋମବାରକୁ ଛୁଟି

ଆସିଲା ‘ସୁଭଦ୍ରା’ ଯୋଜନାର ସଂଶୋଧିତ ଗାଇଡଲାଇନ୍ : ରାସନ୍ କାର୍ଡଧାରୀ ନଚେତ୍ ପରିବାରର ଆୟ ଅଢ଼େଇ ଲକ୍ଷ ଟଙ୍କାରୁ କମ୍…

ଭୁବନେଶ୍ୱର,୨୯-୦୮-୨୪(ପିପିଏସ) : ବିଜେପି ସରକାରଙ୍କ ମହତ୍ୱାକାଂକ୍ଷୀ ‘ସୁଭଦ୍ରା’ ଯୋଜନାର ସଂଶୋଧିତ ଗାଇଡଲାଇନ୍ ଆଜି ଜାରି ହୋଇଛି । ରାସନକାର୍ଡଧାରୀ ପରିବାର ସଦସ୍ୟ (ଉଭୟ ଜାତୀୟ ଓ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀ ) କିମ୍ବା ପରିବାରର ଆୟ ଅଢ଼େଇ ଲକ୍ଷ ଟଙ୍କାରୁ କମ୍ ଥିବା ଜଣେ

କ୍ଷତିଗ୍ରସ୍ତ କୁକୁଡ଼ା ଚାଷୀଙ୍କୁ ମିଳିବ କ୍ଷତିପୂରଣ : ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ

ଭୁବନେଶ୍ୱର,୨୯-୦୮-୨୪(ପିପିଏସ) : ପୁରୀ ଜିଲ୍ଳାରେ ମାଡ଼ିଚାଲିଛି ବାର୍ଡ ଫ୍ଲୁ। ସତ୍ୟବାଦୀ ଓ ପିପିଲି ଅଞ୍ଚଳରୁ ଯାଇଥିବା ବାର୍ଡ ଫ୍ଲୁ ନମୁନା ପଜିଟିଭ୍ ଆସିଥିବା ବେଳେ ଆଜି ସୁଦ୍ଧା ୩୦ ହଜାର କୁକୁଡା ମରା ଯାଇଥିବା କହିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସଂପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ।

ମଣିଷକୁ ବ୍ୟାପିନି ବାର୍ଡଫ୍ଲୁ : ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯-୦୮-୨୪(ପିପିଏସ) : ମଣିଷକୁ ସଂକ୍ରମଣ ହୋଇନି ବାର୍ଡ ଫ୍ଲୁ। ପୁରୀ ଜିଲ୍ଲାରୁ ସଂଗୃହୀତ ଅସୁସ୍ଥ ବ୍ୟକ୍ତିଙ୍କ ନମୁନା ନେଗେଟିଭ୍ ଆସିଛି। ବାର୍ଡ ଫ୍ଲୁକୁ ନେଇ ଜାରି ରହିଥିବା ଆତଙ୍କ ଭିତରେ ଆଜି ଏଭଳି ସୂଚନା ଦେଇ ଆଶ୍ୱସ୍ତି ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ।

ସମ୍ବଲପୁରରେ ଜିଲ୍ଲାସ୍ତରୀୟ ଜାତୀୟ କ୍ରୀଡା ଦିବସ ପାଳିତ

ସମ୍ବଲପୁର/ଭୁବନେଶ୍ୱର,୨୯-୦୮-୨୪(ପିପିଏସ) : ସମ୍ବଲପୁର ଜିଲ୍ଲା ପ୍ରଶାସନ ଏବଂ ରାଜ୍ଯ କ୍ରୀଡା ଓ ଯୁବ ସେବା ବିଭାଗ ମିଳିତ ଆନୁକୂଲ୍ଯରେ ଜାତୀୟ କ୍ରୀଡ଼ା ଦିବସ ବେଶ୍ ଆନନ୍ଦ ଓ ଉତ୍ସାହର ସହ ପାଳିତ ହୋଇଯାଇଛି । ସକାଳ ୭ଟାରେ ଲଗାଣ ବର୍ଷା ସତ୍ତ୍ୱେ ଭିଏସ୍ଏସ୍ ଷ୍ଟାଡିୟମରୁ ଲକ୍ଷ୍ମୀ ଟକିଜ୍ ଛକ

କୁଚିଣ୍ଡା ବ୍ଲକରେ ମିଳିତ ଜନ ଅଭିଯୋଗ ଶୁଣାଣି

ସମ୍ବଲପୁର/ଭୁବନେଶ୍ୱର,୨୯-୦୮-୨୪(ପିପିଏସ) : ସମ୍ବଲପୁର ଜିଲ୍ଲା କୁଚିଣ୍ଡା ବ୍ଲକ କାର୍ଯ୍ୟାଳୟ ଠାରେ ଗୁରୁବାର ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କର ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା | ମୋଟ ୫୮ ଟି ଆବେଦନ ଗ୍ରହଣ କରାଯାଇ ଥିଲା ଯେଉଁଥିରୁ ୪୧ ଟି ଆବେଦନ ବ୍ୟକ୍ତିଗତ

ଟାଟା ପାୱାର ବିରୋଧରେ ହଲ୍ଲାବୋଲ : ସ୍ମାର୍ଟ ମିଟର ଖୋଲି ଗ୍ରୀଡ୍ ଆଗରେ ଫୋପାଡ଼ିଲେ ଶହଶହ ଚାଷୀ

*ସ୍ମାର୍ଟ ମିଟର ନାଁରେ ଶୋଷଣ ତାତିଲେ ଲୋକେ*ଘରୁ ଉପାଡିଲେ ବିଦ୍ୟୁତ୍‌ ମିଟର*ଟାଟା ପାୱାର ଗ୍ରୀଡ୍ ଅଫିସ ଆଗରେ ଫିଙ୍ଗିଲେ ବରଗଡ଼/ଭୁବନେଶ୍ୱର,୨୯-୦୮-୨୪(ପିପିଏସ) : ବରଗଡ଼ ଜିଲ୍ଲାର କେନପାଲି, ଭଟଲି ଓ ଘେଁସ ଅଞ୍ଚଳରେ ଚାଷୀମାନେ ସ୍ମାର୍ଟ ମିଟର ଧରି ବିଶାଳ ଶୋଭାଯାତ୍ରାରେ ଟାଟା ପାୱାର