ଗ୍ରାମସଭା ପାଲଟିଲା ରଣକ୍ଷେତ୍ର
କମ୍ପାନି ସମର୍ଥକ, ବିସ୍ଥାପିତ ମୁହାମୁହିଁ
ଆଦାନିକୁ ଆବଣ୍ଟିତ ସୁନ୍ଦରଗଡ଼ ହେମଗିର ବ୍ଲକ ବିଜାହାନ୍ କୋଇଲା ଖଣି ପାଇଁ ଆଜି ଡକା ଯାଇଥିବା ଜମି ଅଧିଗ୍ରହଣ ଗ୍ରାମସଭା ରଣକ୍ଷେତ୍ର ପାଲଟିଛି। ସଭା ଆରମ୍ଭ ହେଉଣୁ କମ୍ପାନି ସମର୍ଥକ ଓ ବିସ୍ଥାପିତଙ୍କ ମଧ୍ଯରେ ମାଡପିଟ, ଠେଲାପେଲା, ଚୌକି!-->!-->!-->…