ପଞ୍ଚଭୂତରେ ବିଲୀନ ହେଲେ ଉତ୍ତମ ମହାନ୍ତି
ପୁଅ ବାବୁସାନ୍ ଦେଲେ ମୁଖାଗ୍ନି
ଓଲିଉଡ୍ର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ପଞ୍ଚଭୂତରେ ବିଲୀନ ହୋଇଛନ୍ତି। ଅଶ୍ରୁଳ ଓ ଶୋକାକୁଳ ପରିବେଶ ମଧ୍ୟରେ ଶୁକ୍ରବାର ଅପରାହ୍ଣରେ ଭୁବନେଶ୍ବରର ସତ୍ୟନଗର ଶ୍ମଶାନରେ ସ୍ବର୍ଗତଃ ଉତ୍ତମ ମହାନ୍ତିଙ୍କ ପାର୍ଥିବ ଶରୀରକୁ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ!-->!-->!-->…