ଖୋଲିଲା ହୀରାକୁଦର ଆଉ ୮ଟି ଗେଟ୍ : ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା

*ତଳିଆ ଅଞ୍ଚଳରେ ବର୍ଷା ପାଣି ଜମିବାର ଆଶଙ୍କା*ପ୍ରବଳ ବର୍ଷା ଯୋଗୁଁ ସତର୍କ କଲେ ଏସଆରସି ସମ୍ବଲପୁର,୨୪-୦୮-୨୪ (ପିପିଏସ) : ମହାନଦୀ ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ, ହୀରାକୁଦ ଜଳ ଭଣ୍ଡାରରେ ଜଳସ୍ତର ବଢିବାକୁ ଲାଗିଛି l ଏହାକୁ ଦୃଷ୍ଟିରେ ରଖି ହୀରାକୁଦର ଆଉ ୮ଟି ଗେଟ୍ ଖୋଲାଯାଇଛି ।

ଘରୋଇ ଓ ଅନ୍ତର୍ଜାତୀୟ କ୍ରିକେଟର୍‌ରୁ ଶିଖର ଧୱନଙ୍କ ଅବସର ଘୋଷଣା

ନୂଆଦିଲ୍ଲୀ/ଭୁବନେଶ୍ୱର /୨୪-୦୮-୨୪ (ପିପିଏସ): ଘରୋଇ ଓ ଅନ୍ତର୍ଜାତୀୟ କ୍ରିକେଟର୍‌ରୁ ଶନିବାର ଅବସର ଘୋଷଣା କରିଛନ୍ତି କ୍ରିକେଟର୍‌ ଶିଖର ଧାୱନ୍‌। ସେ ପ୍ରଶଂସକମାନଙ୍କ ପାଇଁ ଏକ ଭାବପ୍ରବଣ ସୋସିଆଲ୍‌ ମିଡିଆ ପୋଷ୍ଟ୍‌ କରି ତାଙ୍କ ଅବସର ସଂପର୍କରେ ସୂଚନା ଦେଇଛନ୍ତି। ସେ ସମସ୍ତ ପ୍ରକାରର

କେନ୍ଦ୍ର ସରକାର ୧୫୬ଟି କକଟେଲ୍ ଔଷଧକୁ ନିଷିଦ୍ଧ କରିଛନ୍ତି

ନୂଆଦିଲ୍ଲୀ/ଭୁବନେଶ୍ୱର /୨୪-୦୮-୨୪ (ପିପିଏସ): କେନ୍ଦ୍ର ସରକାର ୧୫୬ଟି କକଟେଲ୍ ଔଷଧକୁ ନିଷିଦ୍ଧ କରିଛନ୍ତି । ନିଷିଦ୍ଧ ଔଷଧ ତାଲିକାରେ ରହିଛି କେଶ ବୃଦ୍ଧି, ତ୍ୱଚାର ଯତ୍ନ ଏବଂ ଯନ୍ତ୍ରଣା ଉପଶମ, କିମ୍ବା ମଲ୍ଟିଭିଟାମିନ୍, ଆଣ୍ଟିପାରାସିଟିକ୍ସ, ଆଣ୍ଟିଆଲର୍ଜିକ୍ସ ଏବଂ ଆହୁରି ଅନେକ ଔଷଧ ।

୪ଟା ଯାଏ ବିଧାନସଭା ମୁଲତବୀ

ଭୁବନେଶ୍ବର/୨୪-୦୮-୨୪ (ପିପିଏସ): ବିଧାନସଭାରେ ବାଚସ୍ପତିଙ୍କୁ ଅସମ୍ମାନ ଘଟଣାରେ ନିନ୍ଦା ପ୍ରସ୍ତାବ ଗୃହୀତ ହୋଇଛି। ଗତକାଲି ବିଧାନସଭାରେ ବିଜେଡିର ତୁମୁଳକାଣ୍ଡ ଓ ଅରାଜକତା ପରିଲକ୍ଷିତ ହୋଇଥିଲା। ଅବକାରୀ ମନ୍ତ୍ରୀଙ୍କ ଇସ୍ତଫା ଦାବି କରି ବାଚସ୍ପତିଙ୍କ ପୋଡ଼ିୟମ ଉପରକୁ ସୋର ବିଧାୟକ ମାଧବ

ଅଚିହ୍ନା ଶବ ଉଦ୍ଧାର କଲା ଝରିଗାଁ ପୁଲିସ

ଭୁବନେଶ୍ୱର /୨୪-୦୮-୨୪ (ପିପିଏସ): ଝରିଗାଁ ଥାନା ତେଲନଦୀ ପଞ୍ଚାୟତ ଅନ୍ତର୍ଗତ ଗୁଦଗୁଦା ନଦୀକୂଳରେ ଭାସୁଥିବା ଏକ ଅଚିହ୍ନା ଶବ ଉଦ୍ଧାର କରିଥିବା ଜଣାପଡ଼ିଛି। ସୂଚନା ପ୍ରକାରେ ତେଲନଦୀ ପଞ୍ଚାୟତ ଗୁଦଗୁଦା ଗ୍ରାମର କିଛି ଲୋକ ଗତକାଲି ସକାଳୁ ଶୌଚ ପାଇଁ ନଦୀ କୂଳକୁ ଯାଇଥିଲେ। ସେଠାରେ ଜଣେ

ଦୁଷ୍କର୍ମ ଅଭିଯୁକ୍ତ ଡାକ୍ତର ଏଏସସିବିରୁ ବହଷ୍କୃତ

କଟକ/୨୪-୦୮-୨୪ (ପିପିଏସ): ଏସସିବିରେ ଦୁଇ ମହିଳା ରୋଗୀଙ୍କୁ ଚିକିତ୍ସା ବାହାନାରେ ଦୁଷ୍କର୍ମ ଘଟଣାରେ ଆଗରୁ ଅଭିଯୁକ୍ତ ଡାକ୍ତର ଦିଲବାଗ ସିଂ ଠାକୁରଙ୍କୁ ଗିରଫ କରାଯାଇଥିବା ବେଳେ ଆଜି ତାଙ୍କୁ ଏସସିବିରୁ ବହିଷ୍କୃତ କରାଯାଇଛି। ଏସସିବି ମେଡିକାଲ କଲେଜ କାଉନ୍ସିଲର ଜରୁରୀ ବୈଠକ ବସିବା ପରେ

ଛତିଆ ପ୍ରାଣୀ ଚିକିତ୍ସାଳୟରେ ତାଲା ପକାଇଲେ ଲୋକେ

ଛତିଆ/୨୪-୦୮-୨୪ (ପିପିଏସ): ପ୍ରାଣୀ ଚିକିତ୍ସକ ନଥିବାରୁ ସ୍ଥାନୀୟ ଲୋକେ ବଡ଼ଚଣା ବ୍ଲକ୍‌ ଛତିଆସ୍ଥିତ ପ୍ରାଣୀ ଚିକିତ୍ସାଳୟରେ ତାଲା ପକାଇଛନ୍ତି। ଅଭିଯୋଗ ମୁତାବକ ସୋଲର ଗ୍ରାମର କଳିଙ୍ଗ ଓଝା ଓ ସ୍ଥାନୀୟ ଲୋକେ ଏକ ଅସୁସ୍ଥ ଷଣ୍ଢକୁ ଚିକିତ୍ସା ପାଇଁ ପ୍ରାଣୀ ଚିକିତ୍ସାଳୟକୁ ଆଣିଥିଲେ। ସେଠାରେ

ମହିଳାଙ୍କୁ ଅସମ୍ମାନ ଓ ଦୁର୍ବ୍ୟବହାର କରିବା ବିଜେଡିର ଚରିତ୍ର : ଏଶ୍ୱର୍ଯ୍ୟା

ଭୁବନେଶ୍ୱର,୨୪-୦୮-୨୪ (ପିପିଏସ) : ବିଧାନସଭାରେ ବାଚସ୍ପତିଙ୍କୁ ବିଜେଡି ବିଧାୟକଙ୍କ ବ୍ୟବହାରକୁ ନେଇ ବିଜେପି ରାଜ୍ୟ କାର୍ଯ୍ୟାଳୟଠାରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ବିଜେଡି ଉପରେ ବର୍ଷିଛନ୍ତି ବିଜେପି ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ଏଶ୍ୱର୍ଯ୍ୟା ବିଶ୍ୱାଳ l

ବିଷାକ୍ତ ମଦ ମୃତ୍ୟୁ ମାମଲା : ପରିବାର ବର୍ଗଙ୍କୁ ଭେଟିଲେ ବିଜେପି ଓ କମ୍ୟୁନିଷ୍ଟ ଦଳର ପ୍ରତିନିଧି

ଚିକିଟୀ/ବ୍ରହ୍ମପୁର,୨୪-୦୮-୨୪ (ପିପିଏସ) : ସ୍ଥାନୀୟ କେ.ନୂଆଗାଁ ଥାନା ଅନ୍ତର୍ଗତ ଜେନାପୁର ଗ୍ରାମର ବିଷାକ୍ତ ମଦ ମୃତ୍ୟୁ ହୋଇଥିବା ଘଟଣା ଏବେ ସାରା ଓଡିଶାରେ ଚର୍ଚ୍ଚା ଜୋର ଧରିଛି l ଏହାକୁ ନେଇ ବିଭିନ୍ନ ଦଳ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଚାଲିଛି l ପୀଡ଼ିତ ପରିବାରକୁ ଭେଟିବା ପାଇଁ

ଓଏସଆରଟିସି ସିଏଓ ଙ୍କୁ ବାନ୍ଧିଲା ଭିଜିଲାନ୍ସ : କେରଳରେ ଠାବ ହେଲା ଦୁଇ ମହଲା କୋଠା

ଭୁବନେଶ୍ୱର,୨୪-୦୮-୨୪ (ପିପିଏସ) : ବନ୍ଧାହେଲେ ଓଏସଆରଟିସି ଚିଫ୍ ଆକାଉଣ୍ଟ ଅଫିସର ବିଜୟ ମଙ୍ଗରାଜ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଛି । ଶୁକ୍ରବାର ଶ୍ରୀ ମଙ୍ଗରାଜଙ୍କ ବାସଭବନ, କାର୍ଯ୍ୟାଳୟ ଓ ସମ୍ପର୍କୀୟଙ୍କ ଘର ସମେତ ଏକସଙ୍ଗେ ୭ଟି