ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟ ହୀରକ ଜୟନ୍ତୀରେ ରାଷ୍ଟ୍ରପତି: ‘ଅଧିକ ଗବେଷଣା ପ୍ରାଚୀନ ଆୟୁର୍ବେଦ ପ୍ରତି ଆସ୍ଥା…
ରୋଗୀମାନେ ଚିକିତ୍ସକଙ୍କୁ ଭଗବାନଙ୍କ ପ୍ରତୀକ ମାନନ୍ତି। ତେଣୁ ଚିକିତ୍ସକମାନେ ସେବା ଓ ସମ୍ବେଦନଶୀଳତାକୁ ପାଥେୟ କରି କାର୍ଯ୍ୟ କରିବା ଉଚିତ। ଚିକିତ୍ସକଙ୍କ ଚିକିତ୍ସା ରୋଗ ଉପଶମ କରେ ସତ, କିନ୍ତୁ ତାଙ୍କ ଉତ୍ତମ ବ୍ୟବହାର ଓ ମଧୁର ବଚନରେ ରୋଗୀ ଅନେକାଂଶରେ
ପୁରୀ/ଭୁବନେଶ୍ୱର ୦୫-୧୨-୨୦୨୪!-->!-->!-->…