ମହାନଦୀକୁ ଡେଇଁଲେ ହାଇସ୍କୁଲ ଛାତ୍ରୀ : ବ୍ରିଜ୍ ଉପରେ ରହିଛି ସାଇକେଲ ଓ ଚପଲ
ସମ୍ବଲପୁର/ଭୁବନେଶ୍ୱର,୨୪-୦୮-୨୪ (ପିପିଏସ) : ମହାନଦୀକୁ ଡେଇଁପଡିଲେ ହାଇସ୍କୁଲ ଛାତ୍ରୀ। ସମ୍ବଲପୁର ଚାଉଁରପୁର ବ୍ରିଜ୍ ରୁ ମହାନଦୀକୁ ହାଇସ୍କୁଲ ଛାତ୍ରୀ ଜଣକ ଡେଇଁ ପଡିଥିବା ସୂଚନା ମିଳିଛି। ଛାତ୍ରୀ ଜଣଙ୍କ ନାଁ କାଜଲ ବୋଲି ଜଣାପଡିଛି। ଆଜି ସକାଳେ କାଜଲ ସାଇକେଲ ଧରି ଘରୁ ବାହାରି!-->…