ଯୁବକଙ୍କ ହାତକୁ ଦା’ରେ ହାଣିଲେ ଦୁର୍ବୃତ୍ତ
କଟକ/ପୋତାପୋଖରୀ /୨୨ -୮-୨୪ (ପିପିଏସ ): କଟକ ଜିଲ୍ଲା ପୋତାପୋଖରୀ ଅଞ୍ଚଳରେ ଜଣେ ଯୁବକଙ୍କ ହାତକୁ ଦୁର୍ବୃତ୍ତମାନେ ଦା’ରେ ହାଣି ଦେଇଥିବା ଅଭିଯୋଗ ହୋଇଛି। ଆହତ ଯୁବକ ଜଣଙ୍କ ହେଲେ ସୋମନାଥ ପୃଷ୍ଟି। ତାଙ୍କୁ ଗୁରୁତର ଅବସ୍ଥାରେ ଚିକିତ୍ସା ଲାଗି କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।!-->…