କଲିକତା ଘଟଣାକୁ ନେଇ ଗର୍ଜିଲା ବିଜେପି ମହିଳା ମୋର୍ଚ୍ଚା : ମମତା ବାନାର୍ଜୀଙ୍କ କୁଶପୁତ୍ତଳିକା ଦାହ

ସମ୍ବଲପୁର, ୨୦-୮-୨୪(ପିପିଏସ) : ସମଗ୍ର ଦେଶରେ ଚାଞ୍ଚଲ୍ୟ ସୃଷ୍ଟି କରିଥିବା କଲିକତାର ଡା.ମୋୖମିତା ଦେବନାଥଙ୍କ ବଳତ୍କାର ଓ ଜଘନ୍ଯ ହତ୍ୟାର ଦୃଢ ପ୍ରତିବାଦରେ ସମଗ୍ର ଦେଶରେ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି । ଏହି ମର୍ମରେ ଆଜି ସମ୍ବଲପୁର ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ଏକ ବିକ୍ଷୋଭ

ଟ୍ରେନରେ ଆସୁଛି ୪୮ ହଜାର କ୍ବିଣ୍ଟାଲ ଆଳୁ : ଯୋଗାଣ ମନ୍ତ୍ରୀ

*୩ ଦିନ ମଧ୍ୟରେ ଶେଷ ହୋଇଯିବ ଗଚ୍ଛିତ ଆଳୁ*ବ୍ୟାପକ ଆଳୁ ରଖିଥିଲେ ହେବ ଦୃଢ଼ କାର୍ଯ୍ୟାନୁଷ୍ଠାନ ଭୁବନେଶ୍ୱର,୨୦-୮-୨୪(ପିପିଏସ) : ରାଜ୍ୟରେ ପୁଣି ଆଳୁ ସଙ୍କଟ ଦେଖା ଦେଇପାରେ। ଏନେଇ ରାଜ୍ୟ ବ୍ୟବସାୟୀ ମହାସଂଘ ସାଧାରଣ ସମ୍ପାଦକ ସୁଧାକର ପଣ୍ଡା ସୋମବାର ସୂଚନା ଦେବା ପରେ ଯୋଗାଣ ମନ୍ତ୍ରୀ

ଟି-ସେତୁ ଆଲୋକୀକରଣ ଉଦଘାଟନ ସହିତ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ

କଟକ,୨୦-୮-୨୪(ପିପିଏସ) : କଟକ ଜିଲ୍ଲା ବଡ଼ମ୍ବା ବ୍ଲକର ପ୍ରସିଦ୍ଧ ଶୈବପୀଠ ସିଂହନାଥ ନିକଟ ଟି-ସେତୁ ଆଲୋକୀକରଣ ଉଦଘାଟନ ସହିତ ବ୍ଲକର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି ସାଂସଦ ଭର୍ତ୍ତୃହରି ମହତାବ ଏବଂ ବଡ଼ମ୍ବା ବିଧାୟକ ବିଜୟ କୁମାର ଦଳବେହେରା l ଏହି କ୍ରମରେ ବଡ଼ମ୍ବା

ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ସାଂସଦ ଭର୍ତ୍ତୃହରି ମହତାବ

*ବଦଳିବ କାନପୁର ସ୍ୱାସ୍ଥ୍ୟକେନ୍ଦ୍ର ରୂପରେଖ *ନରସିଂହପୁର ମେଡିକାଲରେ ହେବ ଷ୍ଟାଫ କ୍ୱାଟର୍ସକଟକ ,୨୦-୮-୨୪(ପିପିଏସ) : କଟକ ଜିଲ୍ଲା ବଡମ୍ବା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କାନପୁର ମେଡିକାଲରେ ନୂତନ ପ୍ରସୂତି ଗୃହ ଓ ଅନ୍ତେବାସୀ ପ୍ରକୋଷ୍ଠର ଶୁଭ ଉଦଘାଟନ ସହିତ ନରସିଂହପୁର ମେଡିକାଲର

୨୧ ଭାରତ ବନ୍ଦ କୁ ସମର୍ଥନ କରିବ ଏସସିଏସଟି ଯୁଗ୍ମ କ୍ରିୟାନୁଷ୍ଠାନ କମିଟି

ବଲାଙ୍ଗୀର,୨୦-୮-୨୪(ପିପିଏସ) : ଆସନ୍ତା 21ରେ ଭାରତ ବନ୍ଦକୁ, ଟିଟିଲାଗଡ଼ ଏସସିଏସଟି ଯୁଗ୍ମ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସମର୍ଥନ କରାଯିବ l ଏନେଇ ସୋମବାର ସନ୍ଧ୍ୟାରେ ସ୍ଥାନୀୟ ଆଦିବାସୀ ଭବନ ପରିସରରେ ଯୁଗ୍ମ କମିଟି ପକ୍ଷରୁ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ଏନେଇ ସୂଚନା

ରାକ୍ଷୀରେ ଅଘଟଣ : ଭଉଣୀକୁ ଛୁରୀ ଭୁସି ହତ୍ୟା କଲା ଭାଇ

ବ୍ରହ୍ମପୁର,୧୯-୮-୨୪(ପିପିଏସ) : ବ୍ରହ୍ମପୁର ବଡବଜାର ଥାନା ଅଞ୍ଚଳରେ ଘଟିଛି ଚାଞ୍ଚଲ୍ୟକର ହତ୍ଯାକାଣ୍ଡ। ରାକ୍ଷୀ ପୂର୍ଣ୍ଣିମାରେ ଭଉଣୀକୁ ଛୁରା ମାଡ଼ କରି ହତ୍ୟା କରିଛି ଭାଇ । ମୃତକ ହେଲେ ୧୩ ବର୍ଷୀୟା ପ୍ରଜକ୍ତା ପାଣିଗ୍ରାହୀ । ନିମଖଣ୍ଡି ଲୋଚପଡା ଅଞ୍ଚଳରେ ତାଙ୍କର ଘର। ବଡ଼ବଜାର ଜଗନ୍ନାଥ

ପୂର୍ବ ଶତ୍ରୁତାକୁ ନେଇ ମରଣାନ୍ତକ ଆକ୍ରମଣ : ଜଣକୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ୩ ଜଣ

ପୁରୀ,୧୯-୮-୨୪(ପିପିଏସ) : ପୁରୀ ଟାଉନ ଥାନା ହାଡଗୋଡିଆସାହି ଛକରେ, ପୂର୍ବ ଶତ୍ରୁତାକୁ ନେଇ ଜଣେ ବ୍ୟକ୍ତିଙ୍କୁ ଗୋଡାଇ ଗୋଡାଇ ଖଣ୍ଡାରେ ମରଣାନ୍ତକ ଆକ୍ରମଣ ହୋଇଛି । ଗୁରୁତର ଅବସ୍ଥାରେ ତାଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଛି । ଆହତ ହୋଇଥିବା ବ୍ୟକ୍ତି ହେଲେ ହରିହର ସାହୁ l ତାଙ୍କ

ରାକ୍ଷୀରେ ଅଘଟଣ : ପୋଖରୀରେ ବୁଡି ୨ ଶିଶୁପୁତ୍ରଙ୍କ ସଲିଳ ସମାଧି

ନୂଆପଡା, ୧୯-୮-୨୪(ପିପିଏସ) : ନୂଆପଡା ଜିଲ୍ଲା ଜୋଙ୍କ ଥାନା ସରାଇପାଲି ଗାଁରେ ଘଟିଛି ଏକ ଦୁଃଖଦ ଘଟଣା । ଗାଧୋଇବାକୁ ଯାଇ ପୋଖରୀରେ ବୁଡି ୨ ଶିଶୁପୁତ୍ରଙ୍କ ମୃତ୍ୟୁ ହୋଇଛି । ମୃତ ୨ ଶିଶୁପୁତ୍ରଙ୍କ ବୟସ ୪ ବର୍ଷ । ଗାଁ ପୋଖରୀରେ ବୁଡିଯିବା ପରେ ତୁରନ୍ତ ଉଦ୍ଧାର କରାଯାଇ ଶିଶୁ ମାନଙ୍କୁ

ରକ୍ଷାବନ୍ଧନ ଉତ୍ସବ ପାଳିଲେ ଓଡ଼ିଶା ସ୍କାଉଟ ଗାଇଡ୍

ଭୁବନେଶ୍ବର,୧୯-୦୮-୨୪ (ପିପିଏସ ) : ରିଖ ଦିନ ପବିତ୍ର ରକ୍ଷାବନ୍ଧନ ଉତ୍ସବ ପାଳନ ଅବସରରେ ଓଡିଶା ରାଜ୍ୟ ଭାରତ ସ୍କାଉଟସ୍‌ଏବଂ ଗାଇଡସ୍ ତରଫରୁ ଗାଇଡସ୍‌ମାନେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ, ମାନ୍ୟବର ବିରୋଧି ଦଳ ନେତା ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ, ମାନ୍ୟବର

ଛାତ୍ର ସଂସଦ ନିର୍ବାଚନକୁ ସବୁଜ ସଙ୍କେତ ଦେଲେ ଆଇନ ମନ୍ତ୍ରୀ : ଆସନ୍ତା ବର୍ଷ ହେବ ନିର୍ବାଚନ

ଭୁବନେଶ୍ୱର, ୧୯-୮-୨୪(ପିପିଏସ) : ଆସନ୍ତା ବର୍ଷରୁ ହେବ ଛାତ୍ର ସଂସଦ ନିର୍ବାଚନ । ଏନେଇ ଆଇନ ମନ୍ତ୍ରୀପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ବିଭିନ୍ନ କଲେଜରେ ଛାତ୍ର ସଂସଦ ନିର୍ବାଚନ ନେଇ ସମସ୍ତ ପ୍ରସ୍ତୁତି କରାଯିବ । ଛାତ୍ର ସଂସଦ ନିର୍ବାଚନ ନେଇ ନିଷ୍ପତ୍ତି ହୋଇସାରିଥିବା ପ୍ରକାଶ