ବଜ୍ରାଘାତରେ ୧ ମୃତ ୪ ଆହତ

ସୋର/୧୮-୦୮-୨୪(ପିପିଏସ): ବିଲରେ କାମ କରୁଥିବା ବେଳେ ବଜ୍ରାଘାତରେ ଚାରିଜଣ ଆହତ ହୋଇଥିବା ବେଳେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ହେଲେ ସୋର ବ୍ଲକ ନଟାପଡା ପଂଚାୟତ ୱାଦା ଗ୍ରାମର ହରିଶ ମଳିକ (୧୮) ଏବଂ ଆହତମାନେ ହେଲେ ସେହି ଗ୍ରାମର ସୁଭଦ୍ରା ମଳିକ(୧୭) ମତାଜୀ ମଳିକ(୪୫)

ଓଡ଼ିଆ ଅସ୍ମିତା କଥା ଉଠାଇ ନିଜ ଦଳକୁ ଟାର୍ଗେଟ୍ କଲେ ପଞ୍ଚାନନ କାନୁନଗୋ

ଭୁବନେଶ୍ବର/ ୧୮-୦୮-୨୪(ପିପିଏସ): ବରିଷ୍ଠ କଂଗ୍ରେସ ନେତା ପଞ୍ଚାନନ କାନୁନଗୋ ବିସ୍ଫୋରକ ବୟାନ ଦେଇ ହଟଚମଟ ସୃଷ୍ଟି କରିଛନ୍ତି। ରାଜ୍ୟ କଂଗ୍ରେସର ଷ୍ଟଅରିଂ କମିଟିକୁ ନେଇ ପ୍ରଶ୍ନ ଉଠାଇ ପଞ୍ଚାନନ କାନୁନଗୋ କହିଛନ୍ତି, ଓଡ଼ିଆ ଅସ୍ମିତା କଥା କୁହାଯାଉଛି, ହେଲେ କମିଟି ଅଧ୍ୟକ୍ଷ ପାଇଁ ସାରା

ନୀତୀଶଙ୍କୁ ‘ତାଲିକା’ ଦେଖାଇ ଘେରିଲେ ତେଜସ୍ୱୀ

ପାଟନା/ଭୁବନେଶ୍ୱର ୧୮-୦୮-୨୪(ପିପିଏସ): ବିହାରରେ ବିରୋଧୀ ଦଳର ନେତା ତେଜସ୍ୱୀ ଯାଦବ ସମ୍ପ୍ରତି ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଲଗାତାର ଟାର୍ଗେଟ କରୁଛନ୍ତି। ରାଜ୍ୟରେ ଘଟୁଥିବା ଅପରାଧ ସମ୍ପର୍କରେ ସେ ବିଜେପି-ଜେଡିୟୁ ସରକାର ଉପରେ ପ୍ରଶ୍ନ ଉଠାଉଛନ୍ତି। ସେ ରବିବାର ସୋସିଆଲ ମିଡିଆରେ ଏକ

କେନ୍ଦ୍ର ମନ୍ତ୍ରୀଙ୍କୁ ଫେରାଦ ହେଲେ ସରପଞ୍ଚ

ଟିଟିଲାଗଡ଼/ଭୁବନେଶ୍ୱର ୧୮-୦୮-୨୪(ପିପିଏସ): ଗଣତାନ୍ତ୍ରିକ ପଦ୍ଧତିରେ ସାଂସଦ, ବିଧାୟକଙ୍କ ଭଳି ଜନତାଙ୍କ ଦ୍ୱାରା ପ୍ରତ୍ୟକ୍ଷ ଭାବରେ ନିର୍ବାଚିତ ହେଉଥିବା ସରପଞ୍ଚ ନିଜ ପଦ ରକ୍ଷା ପାଇଁ ମୁଣ୍ଡିଆ ମାରିବାକୁ ପଡୁଛି l ବଲାଙ୍ଗୀର ଜିଲା ତୁରେକେଲା ବ୍ଲକରେ ଏଭଳି ଏକ ଦୁର୍ଭାଗ୍ୟଜନକ ଘଟଣା

ଆଇଏମ ଏର କ୍ଯାଣ୍ଡେଲ ଶୋଭାଯାତ୍ରା।

ରାଉରକେଲା/୧୮-୦୮-୨୪(ପିପିଏସ): କୋଲକତା ହୋଇଥିବା ମହିଳା ଡ଼ାକ୍ତରଙ୍କ ହତ୍ୟାର ପ୍ରତିବାଦରେ  ଭାରତୀୟ ମେଡିକାଲ ସଂଘ (ଆଇଏମ ଏ) ରାଉରକେଲା ପକ୍ଷରୁ ତୀବ୍ର ପ୍ରତିବାଦ ପ୍ରଦର୍ଶନ କରାଯାଇଛି। ମହିଳା ଶାଖାର ସଭାପତି ପୂର୍ଣ୍ଣିମା ଦତ୍ତଙ୍କ ନେତୃତ୍ୱରେ ଆଇଏମ ଏ ରାଉରକେଲା ଶାଖାର ସଭାପତି

ଦକ୍ଷିଣ ଲେବାନନ ଉପରେ ଇସ୍ରାଏଲର ବଡ଼ ଆକ୍ରମଣ

ବେରୁତ/ଭୁବନେଶ୍ୱର ୧୭-୦୮-୨୪(ପିପିଏସ): ଇସ୍ରାଏଲ ସେନା ଦକ୍ଷିଣ ଲେବାନନରେ ବଡ଼ ଧରଣର ଆକ୍ରମଣ କରିଛି। ଆଜି ସକାଳେ ଇସ୍ରାଏଲ ପକ୍ଷରୁ ଏହି ଆକ୍ରମଣ କରାଯାଇଥିବା କୁହାଯାଉଛି। ଏହି ଆକ୍ରମଣରେ ୧୦ ଜଣ ସିରିଆ ନାଗରିକଙ୍କ ମୃତ୍ୟୁ ଘଟିଛି ଓ ଆହୁରି ଅନେକ ଲୋକ ଆହତ ହୋଇଥିବା କୁହାଯାଉଛି। ତେବେ

ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଅସିତ୍ ତ୍ରିପାଠୀ

ଭୁବନେଶ୍ବର/୧୭-୦୮-୨୪(ପିପିଏସ): ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ପଦରୁ ଅସିତ୍ ତ୍ରିପାଠୀ ଇସ୍ତଫା ଦେଇଛନ୍ତି। ରାଜ୍ୟ ଯୋଜନା ଓ ସଂଯୋଜନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ପଶ୍ଚିମଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଶ୍ରୀ ତ୍ରିପାଠୀଙ୍କ ଇସ୍ତଫାକୁ ଆଜି ଅପରାହ୍ନରୁ ରାଜ୍ୟ

ଇଞ୍ଜିନିୟରଙ୍କୁ ହତ୍ୟାକଲେ ଦୁର୍ବୁତ୍ତ

ସୁଲତାନପୁର/ଭୁବନେଶ୍ୱର ୧୭-୦୮-୨୪(ପିପିଏସ) : ଉତ୍ତର ପ୍ରଦେଶର ସୁଲତାନପୁରରେ ଜଳ ନିଗମର ଜଣେ ଇଞ୍ଜିନୟରଙ୍କୁ ଦିନ ଦ଼୍ବିପ୍ରହରରେ ହତ୍ୟା କରାଯାଇଛି । ଘରେ ପଶି ଦୁର୍ବୃତ୍ତମାନେ ତାଙ୍କୁ ହତ୍ୟା କରିଛନ୍ତି । କୋଟୱାଲି ନାଗରର ଭିନୋଭାପୁରୀ ଅଞ୍ଚଳରେ ଏହି ଘଟଣା ଘଟିଛି। ଇଞ୍ଜିନିୟରଙ୍କ

ପୋଲାଭରମ ପ୍ରକଳ୍ପ ବିବାଦ:ଆନ୍ଦୋଳନରେ ସାମିଲି ହେଲା କଂଗ୍ରେସ

କେନ୍ଦ୍ର ଓ ରାଜ୍ୟ ସରକାର ଉପରେ ବର୍ଷିଲେ କଂଗ୍ରେସ ସାଂସଦ, ବିଧାୟକ ମାଲକାନଗିରି/ଭୁବନେଶ୍ୱର ୧୭-୦୮-୨୪(ପିପିଏସ): ବାଦବିବାଦ ଭିତରେ ଛନ୍ଦି ହୋଇ ରହିଥିବା ଆନ୍ଧ୍ରପ୍ରଦେଶର ପୋଲାଭରମ ପ୍ରକଳ୍ପକୁ ନେଇ ରାଜନୀତି ସରଗରମ ହୋଇ ରହିଛି। ପୋଲାଭରମ ପ୍ରକଳ୍ପକୁ ବିରୋଧ କରି ବିଜେଡି ପ୍ରଥମରୁ ହିଁ

ଦୋଛକିରେ ମେହେବୁବା ମୁଫତି

ଶ୍ରୀନଗର/ଭୁବନେଶ୍ୱର ୧୭-୦୮-୨୪(ପିପିଏସ): ଜମ୍ମୁ ଓ କଶ୍ମୀରରୁ ଧାରା ୩୭୦ ହଟିବା ପରେ ଅନେକ ସ୍ଥାନୀୟ ନେତାଙ୍କୁ ଗୃହବନ୍ଦୀ କରାଯାଇଥିଲା। ଏଥିରେ ଫାରୁକ୍ ଅବଦୁଲ୍ଲା, ଓମାର ଅବଦୁଲ୍ଲା ଓ ମେହବୁବା ମୁଫତି ମଧ୍ୟ ସାମିଲ ଥିଲେ। ମୁକୁଳିବା ପରେ ଉଭୟ ଓମାର ଓ ମେହବୁବା ମୁଫତି ଜମ୍ମୁ-କଶ୍ମୀରକୁ