ପୁରୁଣା ଗାଡ଼ି ବିକ୍ରି ଉପରେ ଲାଗିବ ୧୮% ଜିଏସଟି

ନୂଆଦିଲ୍ଲୀ/ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : ଯଦି ଆପଣ ନିଜର ପୁରୁଣା କାରକୁ ବିକ୍ରି କରି ସେହି ଟଙ୍କାରେ ନୂଆ କାର୍ କିଣିବାକୁ ଚିନ୍ତା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଚିନ୍ତାର ଖବର ଆସିଛି, କାରଣ ସରକାର ପୁରୁଣା ଗାଡି ବିକ୍ରି ଉପରେ ଜିଏସଟି ହାର ୧୮%କୁ ବୃଦ୍ଧି କରିଛନ୍ତି।

 ଭାରତୀୟ ପ୍ରଧାନମନ୍ତ୍ରୀଙ୍କୁ କୁଏତ ଆସିବାକୁ ୪୦ ବର୍ଷ ଲାଗିଗଲା : ମୋଦୀ

ନୂଆଦିଲ୍ଲୀ/ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : କୁଏତର କ୍ୟାନଭାସରେ ଭାରତୀୟତାର ରଙ୍ଗ ରହିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି। ସହରର ଶେଖ୍ ସାଦ୍ ଅଲ୍ ଅବଦୁଲ୍ଲା ଇନ୍ଡୋର ସ୍ପୋର୍ଟସ୍ କମ୍ପ୍ଲେକ୍ସରେ ଆୟୋଜିତ କମ୍ୟୁନିଟି ଇଭେଣ୍ଟ 'ହାଲା ମୋଦୀ'ରେ ଭାରତୀୟମାନଙ୍କୁ

ଆଉରଙ୍ଗଜେବଙ୍କ ପରିବାର ଲୋକ ଏବେ ରିକ୍ସା ଚଳାଉଛନ୍ତି: ଯୋଗୀ

ନୂଆଦିଲ୍ଲୀ/ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଅଯୋଧ୍ୟା ଧାମର ଆଶ୍ରାଫି ଭବନ ଆଶ୍ରମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ସମାବେଶକୁ ସମ୍ବୋଧିତ କରି କହିଛନ୍ତି ଯେ ସନାତନ ଧର୍ମ

ଜାନୁଆରିରେ ୨୦ଲକ୍ଷଙ୍କୁ ସୁଭଦ୍ରା ଟଙ୍କା

ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : ରାଜ୍ୟ ସରକାରଙ୍କ ବହୁ ପ୍ରତୀକ୍ଷିତ ’ସୁଭଦ୍ରା ଯୋଜନା’ର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ପାଇବା ପାଇଁ ଆବେଦନକାରୀମାନେ ଅପେକ୍ଷାରେ ଅଛନ୍ତି। ଅପେକ୍ଷାରତ ଅବେଦନକାରୀଙ୍କୁ କେବେ ଟଙ୍କା ମିଳିବ ସେନେଇ ଯଦିଓ ବିଦ୍ଧିବଦ୍ଧ ଭାବେ ତାରିଖ ଘୋଷଣା

ଆହୁରି ମହଙ୍ଗା ହେବ ବିଜୁଳି

ଓଇଆର୍‌ସିକୁ ଗ୍ରିଡ୍‌କୋର ପ୍ରସ୍ତାବ ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : ମାଡ଼ି ଆସୁଛି ମହଙ୍ଗା‌ ଯୁଗ। ବିଜୁଳି ପାଇଁ ଗଣିବାକୁ ପଡ଼ିବ ଅଧିକ ଟଙ୍କା। ୨୦୨୫-୨୬ରେ ବିଦ୍ୟୁତ୍‌ ପାଇକାରୀ ମୂଲ୍ୟ ୟୁନିଟ୍‌ ପିଛା ୫୪ ପଇସା ବୃଦ୍ଧି ପାଇ ୩ ଟଙ୍କା ୮୨ ପଇସା ହେବାର ଆଶଙ୍କା ଦେଖାଦେଇଛି।

ଆସନ୍ତାକାଲିଠାରୁ କମିବ ବର୍ଷା, ୪୮ ଘଣ୍ଟା ରହିବ ଘନକୁହୁଡ଼ି

ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ଉପକୂଳବର୍ତ୍ତି ଜିଲ୍ଲାଗୁଡ଼ିକରେ ଅନେକ ସ୍ଥାନରେ ହଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହା ସହ ଏହାର ଆଖପାଖ ଅଞ୍ଚଳରେ ମଧ୍ୟ ବିକ୍ଷିପ୍ତ ବର୍ଷା ରହିବ। ଅଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା

ଧାନ ନଷ୍ଟ ହେଲେ ଦିଆଯିବ କ୍ଷତିପୂରଣ: ସମବାୟ ମନ୍ତ୍ରୀ

ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : ଧାନ ନଷ୍ଟ ହେଲେ ଦିଆଯିବ କ୍ଷତିପୂରଣ। ଏନେଇ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ସୂଚନା ଦେଇଛନ୍ତି। ବଙ୍ଗୋପସାଗରରେ ସକ୍ରିୟ ଅବପାତ ପାଇଁ ରାଜ୍ୟରେ ୨ ଦିନ ଧରି ବର୍ଷା ଜାରି ରହିଥିବା ହେତୁ ଚାଷୀ ଚିନ୍ତାରେ ଅଛନ୍ତି। ସମବାୟ ମନ୍ତ୍ରୀ ପ୍ରଦୀପ

୩୭୮ ଗ୍ରାମ ବ୍ରାଉନ ସୁଗାର ଜବତ, ୨ ଅଭିଯୁକ୍ତ ଗିରଫ

ପିପିଲି/ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : ରାଉରକେଲାରୁ ପୁରୀକୁ ବ୍ରାଉନ ସୁଗାର ନେଇ ଆସୁଥିବା ବେଳେ ପୁରୀ ଅବକାରୀ ବିଭାଗ ଏକ କାର୍ ସହିତ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଥିବାର ସୂଚନା ମିଳିଛି। ଉଭୟଙ୍କ ଜାମିନ ନାମଞ୍ଜୁର ହେବା ପରେ ପୁରୀ କାରାଗାରକୁ ପଠାଇ ଦିଆଯାଇଛି। ଦୁଇ ଅଭିଯୁକ୍ତ

ଭଦ୍ରକରେ ବୟନ ପାର୍କ ପ୍ରତିଷ୍ଠା

 ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ ଭଦ୍ରକ/ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : ଭଦ୍ରକରେ ବୟନ ପାର୍କ ପ୍ରତିଷ୍ଠା ପାଇଁ  ୪ ହଜାର ୩ ଶହ ୮୨ କୋଟି ଟଙ୍କା ବିନିଯୋଗ କରିବାକୁ ଇଣ୍ଡିଆନ୍ ଅଏଲ୍ ଅନୁମୋଦନ କରିଥିବା ହେତୁ ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର

ହଜ ପାଇଁ ୫ କୋଟି ଚଳୁ

ତଦନ୍ତ ଦାବି କଲେ ସ୍ଥାନୀୟ ବାସୀନ୍ଦା ଭୁବନେଶ୍ୱର ୨୦-୧୨-୨୦୨୪ (ପିପିଏସ) : ୫ କୋଟିରୁ ଅଧିକ ଟଙ୍କା ବ୍ୟୟବରାଦ ହେଲା। ତଥାପି ସରିଲାନି କପିଳପ୍ରସାଦ ସୁନ୍ଦରପଦା ହଜ ପୁନରୁଦ୍ଧାର କାମ। ଠିକାଦାର-ଯନ୍ତ୍ରୀ ସିନା ମାଲାମାଲ୍‌ ହେଲେ, କିନ୍ତୁ ସାଧାରଣ ଲୋକ ଏହାର କାଣିଚାଏ ବି ସୁବିଧା