ଆଇନ ବ୍ୟବସ୍ଥାକୁ ସହଜ କରିପାରିଲେ ଗରିବ ଲୋକ ଉପକୃତ ହେବେ: ରାଷ୍ଟ୍ରପତି
ରାଷ୍ଟ୍ରପତି କହିଛନ୍ତି, ନ୍ୟାୟିକ ବ୍ୟବସ୍ଥାରେ ଗରିବ ଲୋକମାନେ ଅଧିକ କଷ୍ଟ ଭୋଗୁଛନ୍ତି। ବାରମ୍ବାର କୋର୍ଟକୁ ଯିବା ପାଇଁ ସେମାନଙ୍କର ଲୋକବଳ ଓ ଅର୍ଥ ବଳ ନଥାଏ। ତେଣୁ ଗରିବ ଲୋକମାନେ ଯେଭଳି ସହଜରେ ନ୍ୟାୟ ପାଇପାରିବେ, ସେହିଭଳି ବ୍ୟବସ୍ଥା ହେବା ଦରକାର।
ଭୁବନେଶ୍ୱର ୦୫-୧୨-୨୦୨୪!-->!-->!-->…