ସୁପ୍ରିମ କୋର୍ଟଙ୍କ ନିଷ୍ପତ୍ତି ବିରୋଧର ଅଗଷ୍ଟ୨୧ରେ ଭାରତ ବନ୍ଦ : ସମ୍ପୂର୍ଣ୍ଣ ରୂପେ ବନ୍ଦ ରହିବ ଅଖ ଚକ
ନୂଆଦିଲ୍ଲୀ/ଭୁବନେଶ୍ବର,୧୪/୮(ପିପିଏସ) : ସଂରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ବିରୋଧରେ ଆସନ୍ତା ଅଗଷ୍ଟ ୨୧ ତାରିଖରେ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାକୁ ସଫଳ କରିବା ଲାଗି ଅନୁସୂଚିତ ଓ ଜନଜାତି ବର୍ଗ ପକ୍ଷରୁ ଆହ୍ବାନ କରାଯାଇଛି। ଉତ୍ତରପ୍ରଦେଶର ଦାଉଦନଗର ଜଳସେଚନ ବିଭାଗ!-->…