ମହିଳା ରୋଗୀଙ୍କୁ ଦୁଷ୍କର୍ମ ଅଭିଯୋଗ : ସମ୍ପର୍କୀୟଙ୍କ ମାଡ଼ରେ ଗୁରୁତର ଡାକ୍ତର ଆଇସିୟୁରେ ଭର୍ତ୍ତି

କଟକ,୧୩/୮/୨୪(ପିପିଏସ) : କଟକସ୍ଥିତ ଏସସିବି ମେଡିକାଲରୁ ମଙ୍ଗଳବାର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ୨ ଜଣ ରୋଗୀଙ୍କୁ ଡାକ୍ତର ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । କାର୍ଡିଓଲୋଜୀ ବିଭାଗର ଜଣେ ଡାକ୍ତର ଦୁଷ୍କର୍ମ କରିଥିବା ନେଇ ମଙ୍ଗଳାବାଗ ଥାନାରେ ଲିଖିତ ଅଭିଯୋଗ ହୋଇଛି ।

ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହସିନାଙ୍କ ନାଁରେ ହତ୍ୟା ମାମଲା 

ଢାକା/ଭୁବନେଶ୍ୱର:୧୩-୦୮-୨୪(ପିପିଏସ ): ଦେଶରୁ ବିତାଡ଼ିତ ହୋଇଥିବା ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ହସିନାଙ୍କ ନାଁରେ ହତ୍ୟା ମାମଲା ରୁଜୁ ହୋଇଛି। ଗତ ମାସରେ ହୋଇଥିବା ହିଂସାକାଣ୍ଡରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁକୁ ନେଇ ଶେଖ୍‌ ହସିନା ଏବଂ ଅନ୍ୟ ୬ ଜଣଙ୍କ ବିରୋଧରେ ଏକ ହତ୍ୟା

ଲୋକଙ୍କ ମତାମତ ପରେ ସାର୍ବଜନୀନ ହେବ ‘ସୁଭଦ୍ରା’ ଏସଓପି – ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩/୮/୨୪(ପିପିଏସ) : ସୁଭଦ୍ରା ଯୋଜନା ଏସଓପି ନେଇ ମୁହଁ ଖୋଲିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା l ସାଧାରଣ ଲୋକଙ୍କ ମତାମତ ପରେ ସୁଭଦ୍ରା ଏସଓପି ସାର୍ବଜନୀନ ହେବ । ଯୋଜନାରେ କିଏ ଉପକୃତ ହେବେ ଓ କିଏ ପାଇବେନି ତାର ସ୍ପଷ୍ଟ ଚିତ୍ର ରହିବ। ତେବେ ଆସନ୍ତା ସେପ୍ଟେମ୍ବର ୧୭ରେ

ଆରଜି ମେଡିକାଲ କଲେଜର ଦୁଷ୍କର୍ମ ଓ ହତ୍ୟା ମାମଲା: ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଲେ କୋଲକାତା ହାଇକୋର୍ଟ

କୋଲକାତା/ଭୁବନେଶ୍ୱର: ୧୩-୦୮-୨୪(ପିପିଏସ ): କୋଲକାତାର ଆରଜି ମେଡିକାଲ କଲେଜର ଜଣେ ପ୍ରଶିକ୍ଷଣର୍ଥୀ ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାର ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି କୋଲକାତା ହାଇକୋର୍ଟ। ତୁରନ୍ତ ସମସ୍ତ କାଗଜପତ୍ର ସିବିଆଇକୁ ହସ୍ତାନ୍ତର କରିବାକୁ ହାଇକୋର୍ଟ ରାଜ୍ୟ ପୁଲିସକୁ

ହତ୍ୟାକାଣ୍ଡ ପଛରେ କିଏ ? : ଖୋଲିବ ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାର ଗୁମର

ଭୁବନେଶ୍ୱର,୧୩/୮/୨୪(ପିପିଏସ) : ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲା ପୁଣି ଖୋଲିବାକୁ ଯାଉଛନ୍ତି ଭାଜପା ସରକାର। ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏ ନେଇ ଜାତୀୟ ଗଣମାଧ୍ୟମକୁସାକ୍ଷାତକାର ବେଳେ ସୂଚନା ଦେଇଛନ୍ତି। ଆଇନ ମନ୍ତ୍ରୀ କହିଛନ୍ତି, ଖୁବ୍‌ଶୀଘ୍ର ଏହି ମାମଲା ରିଓପନ୍‌ କରାଯିବ।

ବୁଡ଼ିଲା ରାଜସ୍ଥାନ

*ଟ୍ରେନ ଓ ବିମାନସେବା ପ୍ରଭାବିତ*ଆଇଏମଡି ପକ୍ଷରୁ ଦିଲ୍ଲୀ ପାଇଁ ୟେଲୋ ଆଲର୍ଟ ଜୟପୁର/ଭୁବନେଶ୍ୱର:୧୩-୦୮-୨୪(ପିପିଏସ ): ରାଜସ୍ଥାନରେ ଶନିବାରଠାରୁ ପ୍ରବଳ ବର୍ଷା ଲାଗି ରହିଥିବାବେଳେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାଜନିତ ଘଟଣାରେ ୨୦ ଜଣଙ୍କର ପ୍ରାଣହାନି ଘଟିଛି। ବର୍ଷା ଯୋଗୁଁ ଜୟପୁର,

ଆଗେଇ ଚାଲିଛି “ଭଗିଆ ଭାରିଜା”

*ପସନ୍ଦ କରୁଛନ୍ତି ଦର୍ଶକ*ଓଡ଼ିଆ ଚଳଚିତ୍ର ଜଗତକୁ ଆଉପାଦେ ଆଗକୁ ନେବାପାଇଁ ହେବ ସହାୟକ | ଭୁବନେଶ୍ବର:୧୩-୦୮-୨୪(ପିପିଏସ ) ଓଡ଼ିଶାର ୩୦ଟି ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଛି ବହୁ ପ୍ରତୀକ୍ଷିତ ଓଡ଼ିଆ ସିନେମା ‘ଭଗିଆ ଭାରିଯା’।ଭୁବନେଶ୍ୱରରେ ସମୁଦାୟ ୬ଟି ସୋ’ରେ ପ୍ରଦର୍ଶନ ଜାରି

୧୦ କୋଟି କରଜ ପାଇଁ ଜୀବନ ହାରିଲେ ଦମ୍ପତି

ଆତ୍ମହତ୍ୟା ପୂର୍ବରୁ ସେଲ୍ଫି ଉଠାଇଲେ, ଚିଠି ଲେଖିଲେ... ନୂଆଦିଲ୍ଲୀ/ଭୁବନେଶ୍ୱର : ୧୩-୦୮-୨୪ (ପିପିଏସ ): କରଜ କାରଣରୁ ଚିନ୍ତିତ ରହି ଉତ୍ତର ପ୍ରଦେଶର ସହାରନପୁରରେ ଜଣେ ଯୁବ ବ୍ୟବସାୟୀ ନିଜ ପତ୍ନୀଙ୍କ ସହ ସୋମବାର ଗଙ୍ଗା ନଦୀକୁ ଡେଇଁ ଆତ୍ମହତ୍ୟା କରି ଥିବା ଖବର ମିଳିଛି । ୩୫

ଏବେବି ମାନବିକତା ବଞ୍ଚିଛି !

ଫୁଲବାଣୀ :୧୨-୦୮-୨୪ (ପିପିଏସ ): ଦୁର୍ଘଟଣା ରେ ଆହତ ବ୍ୟକ୍ତିଙ୍କୁ ଚିକିତ୍ସା କରାଇ ଜୀବନ ବଞ୍ଚାଇବା ସହ ମାନବିକତାର ପରିଚୟ ଦେଇଛନ୍ତି ବିଏଏସଏଫ ଯବାନ। ଏଭଳି ଦୃଶ୍ୟ ଦେଖୁବାକୁ ମିଳିଛି କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ବାଳନ୍ଦାପାଡା ଅଞ୍ଚଳରେ। ସୂଚନା ଅନୁସାରେ ବାଳନ୍ଦାପଡା ପଞ୍ଚାୟତ

ପ୍ୟାରିସ ପାରା ଅଲିମ୍ପିକ୍ସ ପୂର୍ବରୁ ଭାରତକୁ ଶକ୍ତ ଧକ୍କା : ଆଣ୍ଟି ଡୋପିଂ ନିୟମ ଉଲ୍ଲଘଂନ ଅଭିଯୋଗରେ ପ୍ରମୋଦ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧୩/୮/୨୪(ପିପିଏସ) : ପାରା ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତ୍ ନିଲମ୍ବିତ । ୧୮ ମାସ ପାଇଁ ନିଲମ୍ବିତ କରିଛି ବିଶ୍ୱ ବ୍ୟାଡମିଣ୍ଟନ ଫେଡେରେସନ । ଆଣ୍ଟି ଡୋପିଂ ନିୟମ ଉଲ୍ଲଘଂନ ଅଭିଯୋଗରେ ପ୍ରମୋଦଙ୍କୁ ନିଲମ୍ବିତ କରାଯାଇଥିବା ସୂଚନା ମିଳିଛି । ଫଳରେ ୨୦୨୪ ପ୍ୟାରିସ