ବନ୍ଧାହେଲେ ତାରା ପ୍ରସାଦ : କଳାଧନ ଦେଖାଇଲା ଜେଲ୍ କୁ ରାସ୍ତା

*ସୌଖୀନ ଦାମୀ କାର୍‌ ଚଢ଼ୁଥିଲେ*ରଖିଥିଲେ ବିପୁଳ ସୁନା ଅଳଙ୍କାର*ଦାମୀ ଆପାର୍ଟମେଣ୍ଟରେ ଫ୍ଲାଟ୍‌ ସାଙ୍ଗକୁ ଏକାଧିକ ପ୍ଲଟ୍‌*୩୭୦ ଗ୍ରାମ ହୀରା ସହିତ ୭ ଦେଶର ବିଦେଶୀ ମୁଦ୍ରାଭୁବନେଶ୍ୱର,୧୩/୮/୨୪(ପିପିଏସ) : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଛନ୍ତି ପୂର୍ତ୍ତ ବିଭାଗର

ପରଲୋକରେ ଗୋପାଳ ସାହୁ : ୨୩ ବର୍ଷ ଧରି କଂସ ଭୂମିକାରେ ଅଭିନୟ କରିଥିଲେ

ବରଗଡ଼,୧୩/୮/୨୪(ପିପିଏସ) : ବିଶ୍ୱ ପ୍ରସିଦ୍ଧ ସର୍ବ ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାର ପୂର୍ବତନ କଂସ ମହାରାଜ ଗୋପାଳ ସାହୁଙ୍କ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା। ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଥିବା ଜଣାଯାଇଛି। ୨୩ ବର୍ଷ ଧରି ଧନୁଯାତ୍ରାରେ କଂସ

ଦୋବଲ ବଜାରକୁ ଜବରଦଖଲ ମୁକ୍ତ କରିବାକୁ ପ୍ରଶାସନର ନିଷ୍ପତି : ୧୪ ବଦଳରେ ୧୬ ତାରିଖରେ ହେବ ଉଚ୍ଛେଦ

ଭଦ୍ରକ,୧୩/୮/୨୪(ପିପିଏସ) : ଭଦ୍ରକ,୧୩/୮/୨୪(ପିପିଏସ) : ଭଦ୍ରକ ଜିଲ୍ଲା ଧାମନଗର ତହସିଲ ପକ୍ଷରୁ ନିକଟରେ ଧାମନଗର ହାଟଛକକୁ ଜବରଦଖଲ ମୁକ୍ତ କରିଥିବାବେଳେ ଏବେ ଦୋବଲ ବଜାରକୁ ଜବରଦଖଲ ମୁକ୍ତ କରିବା ପାଇଁ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି । ଚଳିତମାସ ୧୪ ତାରିଖରେ ମୁସ୍ତାଫାପୁର

ବାବା ଆଖଣ୍ଡଳମଣିଙ୍କୁ ଦର୍ଶନ କଲେ ନୂତନ ଜିଲାପାଳ

ଭଦ୍ରକ,୧୩/୮/୨୪(ପିପିଏସ) : ଭଦ୍ରକ ନୂତନ ଜିଲାପାଳ ଭାବେ ଯୋଗ ଦେଇଥିବା ଦିଲ୍ଲୀପ ରାଉତରାୟ କାର୍ଯ୍ୟଭାର ଗ୍ରହଣ କରିବା ପୂର୍ବରୁ ଆଜି ଆରଡିପୀଠକୁ ଆସି ବାବା ଆଖଣ୍ଡଳମଣିଙ୍କ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରିôଥଲେ । ପରେ ଜିଲାପାଳ ଶ୍ରୀ ରାଉତରାୟ ମନ୍ଦିର ବେଢା ପରିକ୍ରମା କରିବା ସହ

କ୍ୟାମେରା ଦେଲା ସୂଚନା : ୩ ଶିକାରୀ ଗିରଫ

ମୟୁରଭଞ୍ଜ,୧୩/୮/୨୪(ପିପିଏସ) : ମୟୁରଭଞ୍ଜ ଜିଲ୍ଲା ଶିମିଳିପାଳ ଅଭୟାରଣ୍ୟରେ ବେଆଇନ ଭାବରେ ଶିକାର କରିବା ଅଭିଯୋଗରେ ୩ ଶିକାରୀଙ୍କୁ ଗିରଫ କରିଛି ବନ ବିଭାଗ l ଶିମିଳିପାଳର ଅଭୟାରଣ୍ୟର ପିଠାବଟା ରେଞ୍ଜରେ ଲାଗିଥିବା କ୍ୟାମେରାରେ କଏଦ ହୋଇଛି ଶିକାରୀଙ୍କ ଫଟୋ l ଏହି ଫଟୋ କୁ ଆଧାର କରି,

ବାହା ହେବେ ଦୁଇ ଅଲମ୍ପିକ ବିଜେତା

ନୂଆଦିଲ୍ଲୀ/ଭୁବନେଶ୍ୱର,୧୨/୮/୨୪ (ପିପିଏସ) : ଶେଷ ହୋଇଛି ୨୦୨୪ ପ୍ୟାରିସ୍‌ ଅଲିମ୍ପିକ୍ସ। ଏହି ଅଲିମ୍ପିକ୍ସରେ ଭାରତ ମୋଟ୍‌ ୬ଟି ପଦକ ଜିତିଥିଲା। ଏହି ଅଲିମ୍ପିକ୍ସର ଭାରତର ପ୍ରଥମ ପଦକ ମହିଳା ଶୁଟର ମନୁ ଭାକର ଜିତିଥିଲେ। ଭାରତ ମୋଟ୍‌ ପାଞ୍ଚଟି ବ୍ରୋଞ୍ଜ ପଦକ ଜିତିଥିବା ବେଳେ ଗୋଟିଏ

ପୂଜା ଖେଡକରଙ୍କୁ ଆଶ୍ଵସ୍ତି; ଗିରଫଦାରୀ ଉପରେ ଲାଗିଲା ରୋକ୍

ନୂଆଦିଲ୍ଲୀ/ଭୁବନେଶ୍ୱର,୧୨/୮/୨୪ (ପିପିଏସ) : ଜାଲିଆତି ଓ ବେଆଇନ ଭାବେ ଅନ୍ୟାନ୍ୟ ପଛୁଆ ବର୍ଗ(ଓବିସି) ତଥା ଦିବ୍ୟାଙ୍ଗ କୋଟାର ଲାଭ ଉଠାଇଥିବା ଅଭିଯୁକ୍ତ ପୂର୍ବତନ ଟ୍ରେନି ଆଇଏଏସ୍ ଅଧିକାରୀ ପୂଜା ଖେଡକରଙ୍କୁ ବଡ଼ ଆଶ୍ଵସ୍ତି ମିଳିଛି । ଅଗଷ୍ଟ ୨୧ ପର୍ଯ୍ୟନ୍ତ ତାଙ୍କ ଗିରଫଦାରୀ ଉପରେ ରୋକ୍

୧୯୭୧ର ପ୍ରତିଶୋଧ ନେବାକୁ ପାକିସ୍ତାନର ଯୋଜନା : ଆଇଏସଆଇ ଓ ରୋହିଙ୍ଗ୍ୟା ମୁସଲମାନ ହାତ ବାରିସୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୧୨/୮/୨୪ (ପିପିଏସ) : ବାଂଲାଦେଶ ଉପକୂଳ ସମୁଦ୍ରରେ ଏକ ଛୋଟ ଜାଗା ରହିଛି, ଯାହାର ନାଁ ହେଉଛି ସେଣ୍ଟ ମାର୍ଟିନ। ଏହା ଏକ ଛୋଟିଆ ଦ୍ଵୀପ। ବାଂଲାଦେଶ ଉପକୂଳରୁ ମାତ୍ର ୯ କିଲୋମିଟର ଦୂର ସମୁଦ୍ର ଭିତରେ ରହିଛି ଏହି ଟାପୁ। ଦେଖିବାକୁ ଏହା ଖୁବ୍‌ ସୁନ୍ଦର। କିନ୍ତୁ ଏଥର

କେଜ୍‌ରିଓ୍ବାଲଙ୍କ ସ୍ଥାନରେ ଅଗଷ୍ଟ ୧୫ରେ ପତାକା ଉତ୍ତୋଳନ କରିବେ ମନ୍ତ୍ରୀ ଆତିଶୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୧୨/୮/୨୪ (ପିପିଏସ) : ଦିଲ୍ଲୀ ସରକାର ନିଷ୍ପତ୍ତି ନେଇଛନ୍ତି ଯେ, ସ୍ବାଧୀନତା ଦିବସରେ ମନ୍ତ୍ରୀ ଆତିଶୀ ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲଙ୍କ ବଦଳରେ ପତାକା ଉତ୍ତୋଳନ କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ଏହି ନିଷ୍ପତ୍ତି ନିଆଯାଇଛି । ଦିଲ୍ଲୀ ସରକାରଙ୍କ

ବିଧାୟକଙ୍କୁ ଟ୍ରେନିଂ ଦେବେ ଜେପି ନଡ୍ଡା ଏବଂ କିରଣ ରିଜିଜୁ

ଭୁବନେଶ୍ୱର,୧୨/୮/୨୪ (ପିପିଏସ) : ବିଧାୟକଙ୍କୁ ତାଲିମ ଦେବେ କେନ୍ଦ୍ରୀୟ ନେତା। ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ଓଡ଼ିଶା ଆସି ବିଜେପି ବିଧାୟକଙ୍କୁ ତାଲିମ ଦେବେ। ପ୍ରଥମେ ଆସନ୍ତା ୧୭ ତାରିଖରେ ଦିନିକିଆ ଗସ୍ତରେ ଆସି ବିଧାୟକଙ୍କୁ