ନ୍ୟୁଜ୍ ଚ୍ୟାନେଲ ମାନଙ୍କ ପାଇଁ ସରକାରଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ/ଭୁବନେଶ୍ୱର,୧୨/୮/୨୪ (ପିପିଏସ) : କେନ୍ଦ୍ର ସରକାର ସୋମବାର ବେସରକାରୀ ନ୍ୟୁଜ ଚ୍ୟାନେଲମାନଙ୍କୁ ଏକ ପରାମର୍ଶ ଦେଇଛନ୍ତି। ସରକାର କହିଛନ୍ତି ଯେ ପ୍ରାକୃତିକ ବିପର୍ଯ୍ୟୟ ଏବଂ ବଡ଼ ଦୁର୍ଘଟଣା ରିପୋର୍ଟ କରୁଥିବାବେଳେ ଘଟଣାସ୍ଥଳରେ ତାରିଖ, ସ୍ଥାନ ଏବଂ ସମୟ ବିଷୟରେ ସୂଚନା ଦିଆଯିବା

ଭାରତର ପ୍ରଶଂସା କଲା ମାଳଦ୍ୱୀପର “ମାଳଦ୍ୱୀଭିଆନ ଡେମୋକ୍ରାଟିକ ପାର୍ଟି”

ନୂଆଦିଲ୍ଲୀ/ଭୁବନେଶ୍ୱର,୧୨/୮/୨୪ (ପିପିଏସ) : ମାଳଦ୍ୱୀପର ବିରୋଧୀ ଦଳ "ମାଳଦ୍ୱୀଭିଆନ ଡେମୋକ୍ରାଟିକ ପାର୍ଟି" ଭାରତର ପ୍ରଶଂସା କରିଛନ୍ତି। ମାଳଦ୍ୱୀଭିଆନ ଡେମୋକ୍ରାଟିକପାର୍ଟି କହିଛି ଯେ, ରାଷ୍ଟ୍ରପତି ମହମ୍ମଦ ମୁଇଜୁଙ୍କ ନେତୃତ୍ୱାଧୀନ ସରକାରଙ୍କ ଭାରତର ନୀତିରେ ଆସିଥିବା ଅଚାନକ

ମହିଳାଙ୍କୁ ଟାଣିନେଲା କୁମ୍ଭୀର

ପଟ୍ଟାମୁଣ୍ଡାଇ,୧୨/୮/୨୪ (ପିପିଏସ) : କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଂଚଳରେ ମହିଳାଙ୍କୁ ଟାଣିନେଲା କୁମ୍ଭୀର l ଅଳପୁଅ ଗାଁରେ ଘଟିଛି ଏହି ଦୁଃଖଦ ଘଟଣା l ମହିଳା ଜଣଙ୍କ ହେଲେ ମଞ୍ଜୁଲତା ଭଞ୍ଜ l ବ୍ରାହ୍ମଣୀ ନଦୀ କୂଳରେ ବାସନ ମାଜିବା ସମୟରେ ନଦୀ ଭିତରକୁ ଟାଣିନେଲା କୁମ୍ଭୀର l ନଦୀ

ସଂଖ୍ୟାଲଘୁ ସମ୍ପ୍ରଦାୟ ଉପରେ ଆକ୍ରମଣକୁ, ବାଂଲାଦେଶର ନୂଆ ନେତା ମହମ୍ମଦ ୟୁନୁସଙ୍କ କଡ଼ା ନିନ୍ଦା

ନୂଆଦିଲ୍ଲୀ/ଭୁବନେଶ୍ୱର,୧୨/୮/୨୪ (ପିପିଏସ) : ବାଂଲାଦେଶର ମଧ୍ୟବର୍ତ୍ତିକାଳୀନ ସରକାରର ମୁଖ୍ୟ ମହମ୍ମଦ ୟୁନୁସ ହିଂସା ପ୍ରଭାବିତ ଦେଶରେ ସଂଖ୍ୟାଲଘୁ ସମ୍ପ୍ରଦାୟ ଉପରେ ହୋଇଥିବା ଆକ୍ରମଣକୁ ନିନ୍ଦା କରିବା ସହ ସେମାନଙ୍କୁ ଜଘନ୍ୟ ବୋଲି କହିଛନ୍ତି । ସମସ୍ତ ହିନ୍ଦୁ, ଖ୍ରୀଷ୍ଟିଆନ ଓ ବୌଦ୍ଧ

ଭାସିଗଲା ଡ୍ୟାମ୍ ଗେଟ୍ : ଆଲର୍ଟ ଜାରି କଲେ ରାଜ୍ୟ ସରକାର

ନୂଆଦିଲ୍ଲୀ/ଭୁବନେଶ୍ୱର,୧୨/୮/୨୪ (ପିପିଏସ) : ବର୍ଷାଜଳ ନିଷ୍କାସିନ ସମୟରେ କର୍ଣ୍ଣାଟକର ତୁଙ୍ଗଭଦ୍ରା ଡ୍ୟାମ୍ ର ଏକ ଗେଟ୍ ପାଣି ସୁଅରେ ଭାସି ଯାଇଛି। ଗତରାତିରେ ପାଣି ନିଷ୍କାସନ ସମୟରେ ପାଣିର ପ୍ରଖର ସ୍ରୋତରେ ଚେନ ଲିଙ୍କ ଭାଙ୍ଗି ଗେଟ୍ ଭାସିଯାଇଥିବା ଜଣା ପଡିଛି। ଏହାକୁ ଦୃଷ୍ଟିରେ ରଖି

ବିଲରେ ଧାନ ରୋଇଲେ କେନ୍ଦ୍ରମନ୍ତ୍ରୀ

ବେଙ୍ଗାଲୁରୁ/ଭୁବନେଶ୍ୱର,୧୨/୮/୨୪ (ପିପିଏସ) : କେନ୍ଦ୍ର ମନ୍ତ୍ରୀ ଏଚଡି କୁମାରସ୍ବାମୀ କର୍ନାଟକର ମାଣ୍ଡିଆର ଆରାଲାକୁପେ ଗାଁରେ ଧାନ ଚାଷରେ ଗ୍ରାମବାସୀଙ୍କୁ ସହଯୋଗ ଦେଇଛନ୍ତି। ସେ କ୍ଷେତକୁ ଯାଇ ନିଜ ହାତରେ ଧାନ ରୋଇଛନ୍ତି । କୁମାରସ୍ବାମୀ କହିଛନ୍ତି, ଏହା ମୋ ପରିବାର ସଦସ୍ୟଙ୍କ ଏକ

ବିଜେଡି ର ୨ ବିଧାୟକଙ୍କୁ ହାଇକୋର୍ଟ ନୋଟିସ

ଭୁବନେଶ୍ୱର,୧୨/୮/୨୪ (ପିପିଏସ) : ପୁଣି ୨ ବିଧାୟକଙ୍କୁ ଲାଗିଲା ଝଟ୍‌କା। ୨ଟି ନିର୍ବାଚନୀ ଅନିୟମିତତା ମାମଲାରେ ହାଇକୋର୍ଟ ନୋଟିସ ଜାରିକରିଛନ୍ତି। ରାଉରକେଲା ବିଧାୟକ ସାରଦା ପ୍ରସାଦ ନାୟକଙ୍କ ସହିତ ନୂଆପଡ଼ା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କୁ ନୋଟିସ ହୋଇଛି। ନିର୍ବାଚନରେ

ମଙ୍ଗଳବାର ପ୍ରବଳ ବର୍ଷିବ : ଘଡ଼ଘଡ଼ି ସହ ବର୍ଷା ହେବା ନେଇ ସତର୍କ ସୂଚନା

ଭୁବନେଶ୍ୱର,୧୨/୮/୨୪ (ପିପିଏସ) : ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ମଙ୍ଗଳବାର ସୁଦ୍ଧା ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୧୫ଟି ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ସତର୍କ ସୂଚନା ଜାରି

ସମସ୍ତଙ୍କୁ ମିଳିବ “ଜମି” ଓ “ଘର”

ଭୁବନେଶ୍ୱର,୧୨/୮/୨୪ (ପିପିଏସ) : ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଦେଇଛନ୍ତି ବଡ଼ ସୂଚନା l ସମସ୍ତ ଭୂମିହୀନ ଓ ବାସହୀନ ମାନଙ୍କୁ ମିଳିବ ଜମି ଓ ବାସଗୃହ l ଭୂମିହୀନ ଓ ବାସହୀନଙ୍କୁ ୩ଟି ବର୍ଗରେ ବିଭକ୍ତ କରାଯାଇଛି। ଗ୍ରାମାଞ୍ଚଳରେ ପଟ୍ଟା ନଥିବା ଗରିବଙ୍କୁ ୪ ଡେସିମିଲ ଜମି ଦିଆଯିବ।

ସୋମବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ : ଜାଣନ୍ତୁ କେଉଁଥିରେ ରହିବ “ଫୋକସ”

ଭୁବନେଶ୍ୱର,୧୨/୮୧୨/୮/୨୪ (ପିପିଏସ) : ସୋମବାର ସନ୍ଧ୍ୟାରେ ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଥିବା ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଦିଲ୍ଲୀ ଗସ୍ତ କରିବେ । ଏନ୍‌ଏ୍‌ଚଆଇ କର୍ତ୍ତୃପକ୍ଷଙ୍କ ସହ ଓଡ଼ିଶା ଜାତୀୟ ରାଜପଥ ନେଇ ଆଲୋଚନା