ବିଦେଶ ଗସ୍ତ ଶେଷ କରି ନୂଆଦିଲ୍ଲୀ ଅଭିମୁଖେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ/ଭୁବନେଶ୍ୱର : ୧୧-୦୮-୨୪(ପିପିଏସ ) ଫିଜି, ନ୍ୟୁଜିଲାଣ୍ଡ ଓ ତିମୋର ଲେଷ୍ଟେ ଗସ୍ତ ଶେଷ ହେବା ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆଦିଲ୍ଲୀ ଅଭିମୁଖେ ଯାତ୍ରା କରିଛନ୍ତି। ତାଙ୍କ ଗସ୍ତର ଶେଷ ପର୍ଯ୍ୟାୟରେ ରାଷ୍ଟ୍ରପତି ତିମୋର-ଲେସ୍ତେ ଗସ୍ତ କରିଥିଲେ, ଯେଉଁଠାରେ ତାଙ୍କୁ ଦେଶର

ସିଂହଦ୍ୱାର ସମ୍ମୁଖରେ ଆରମ୍ଭ ହେଲା ରଥ ଭଙ୍ଗା କାର୍ଯ୍ୟ

ପୁରୀ ୧ ୧/୮ (ପିପିଏସ) : ନବଦିନାତ୍ମକ ଯାତ୍ରା ସାରି ମହାପ୍ରଭୁ ରତ୍ନସିଂହାସନରେ ବିରାଜମାନ କରିଛନ୍ତି । ହେଲେ ଚତୁର୍ଦ୍ଧାବିଗ୍ରହ ଯାତ୍ରା କରିଥିବା ତିନିରଥ ସିଂହଦ୍ୱାର ସମ୍ମୁଖରେ ରହିଥିବା ବେଳେ ଆଜିଠାରୁ ଭଙ୍ଗା ଆରମ୍ଭ ହୋଇଛି । ଶ୍ରୀମନ୍ଦିର ପ୍ରଶାସନର ଚିଠି ପାଇବା ପରେ ଆଜି ଭୋଇ

ଜଣେ ମାଫିଆ ଗୁରୁତର ୨ ପୋଲିସ କର୍ମଚାରୀ ଆହତ: ୩ ପିକ୍‌ଅପ୍ ଭ୍ୟାନ ଜବତ ୫ ଅଟକ

କେନ୍ଦୁଝର,୧ ୧/୮ (ପିପିଏସ) : କେନ୍ଦୁଝରରେ ଗୋରୁ ମାଫିଆ ଓ ପୋଲିସ ମଧ୍ୟରେ ଗୁଳି ବିନିମୟ । ପୋଲିସ ଉପରକୁ ଗୁଳିମାଡ଼ କଲେ ଗୋରୁମାଫିଆ। ଜଣେ ଗୋରୁ ଚାଲାଣକାରୀ ଗୁରୁତର ହୋଇଥିବାବେଳେ ୨ ଜଣ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି । ରବିବାର ଭୋର ସମୟରେ ବେଆଇନ ଗୋରୁ ଚାଲାଣ ନେଇ ପୋଲିସ ଖବର ପାଇ

ପରଲୋକରେ ପୂର୍ବତନ ବୈଦେଶିକ ବ୍ୟାପାର ମନ୍ତ୍ରୀ କେ. ନଟୱର ସିଂ

ନୂଆଦିଲ୍ଲୀ/ଭୁବନେଶ୍ୱର (ପିପିଏସ) ୧୧/୮: ପୂର୍ବତନ ବୈଦେଶିକ ବ୍ୟାପାର ମନ୍ତ୍ରୀ କେ. ନଟୱର ସିଂହଙ୍କ ପରଲୋକ । ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ହୋଇଥିଲା। ଅସୁସ୍ଥତା କାରଣରୁ କିଛି ଦିନ ହେଲା ଗୁରୁଗ୍ରାମର ଏକ ଘରୋଇ ହସ୍ପିଟାଲରେ ସେ ଭର୍ତ୍ତି ହୋଇଥିଲେ । ତେବେ ଶନିବାର ବିଳମ୍ବିତ ରାତିରେ

ଗଞ୍ଜାମ ଜିଲ୍ଲାରେ ଚାଞ୍ଚଲ୍ୟ : ଜଙ୍ଗଲରୁ ମିଳିଲା ମଣିଷ ଖପୁରୀ

ଗଞ୍ଜାମ,୧୧/୮(ପିପିଏସ) : ଗଞ୍ଜାମ ଜିଲ୍ଲା ପାଟପୁର ଥାନା ପଦ୍ମପୁର ପଞ୍ଚାୟତ ବୃନ୍ଦାବନପୁର ଗାଁ ଜଙ୍ଗଲରୁ ମଣିଷ ଖପୁରୀ, ହାଡ଼ ସାଇକେଲ ଜବତ ହୋଇଛି। ଜଙ୍ଗଲରେ ମଣିଷ ଖପୁରୀ ଓ ହାଡ଼ ଦେଖି ସ୍ଥାନୀୟଲୋକେ ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଦେଇଛି। ଏ ନେଇ

ପୁଲିସ୍ – ଗୋରୁ ମାଫିଆ ମୁହାଁମୁହିଁ : ଜଣେ ଗୁରୁତର ୨ ଅଭିଯୁକ୍ତ ଫେରାର

କେନ୍ଦୁଝର,11/9(ପିପିଏସ) : ପୁଲିସ୍ ଉପରକୁ ଗୋରୁ ମାଫିଆଙ୍କ ଗୁଳିମାଡ। କେନ୍ଦୁଝର ପଣ୍ଡାପଡା ଥାନା ଅଞ୍ଚଳରେ ପୁଲିସ୍ ଓ ଗୋରୁ ମାଫିଆ ମୁହାଁମୁହିଁ ହୋଇଛନ୍ତି। ଗୋରୁ ଗାଡିକୁ ଅଟକାଇବାବେଳେ ଦୁର୍ବୃତ୍ତମାନେ ଗୁଳିମାଡ କରିଛନ୍ତି । ପୁଲିସ୍ ର ପାଲଟା ଗୁଳିରେ ଜଣେ ଗୋରୁ ମାଫିଆ ଗୁରୁତର ହୋଇଛି।

ଅଗଷ୍ଟ ୧୫ ତାରିଖରେ ସୁଭଦ୍ରା ଯୋଜନାର ଏସଓପି

ଭୁବନେଶ୍ୱର,10/8 (ପିପିଏସ) : ଅଗଷ୍ଟ ୧୫ ତାରିଖରେ ଆସିବ ସୁଭଦ୍ରା ଯୋଜନା SOP । ଏନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା । ଏଥିରେ କିଏ ପାଇବେ ଓ କିଏ ପାଇବେନି ତାର ସ୍ପଷ୍ଟ ଚିତ୍ର ରହିବ ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା । ଏହାର ମୋଡାଲିଟି କଣ

ଡବଲ ଇଞ୍ଜିନରେ ଡବଲ ଫାଇଦା

ଓଡ଼ିଶାରେ ରେଳ ପ୍ରକଳ୍ପ ପାଇଁ ୧୫ ହଜାର କୋଟି ଦେଲା କେନ୍ଦ୍ର୬ ପ୍ରକଳ୍ପକୁ ମଞ୍ଜୁରୀନିର୍ମାଣ ହେବ ୬୪ ନୂଆ ଷ୍ଟେସନପ୍ରଧାନମନ୍ତ୍ରୀ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ ନୂଆଦିଲ୍ଲୀ /ଭୁବନେଶ୍ୱର, ୧୦ ଅଗଷ୍ଟ (ପିପିଏସ) :ଓଡ଼ିଶାର ରେଳ ଇତିହାସରେ ପ୍ରଥମ ଥର ପାଇଁ ୧୫ ହଜାର ୪

ସମସ୍ତ ଭାରତୀୟଙ୍କ ପାଇଁ ଗର୍ବର ମୁହୂର୍ତ୍ତ -ଧର୍ମେନ୍ଦ୍ର

ନୂଆଦିଲ୍ଲୀ-ଭୁବନେଶ୍ୱର, ୧୦ ଅଗଷ୍ଟ (ପିପିଏସ) - ଭାରତବର୍ଷର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ତିମୋର- ଲେସ୍ତେ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଗ୍ରାଣ୍ଡ୍ କଲାର ଅଫ୍ ଦି ଅର୍ଡର’ରେ ସମ୍ମାନିତ ହୋଇଥିବାରୁ ତାଙ୍କୁ ଟ୍ୱିଟ୍ କରି ଅଭିନନ୍ଦନ ଜଣାଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ

ପ୍ରେମିକର ଘରେ ନିଆଁ ଲଗାଇଲା ପ୍ରେମିକା

ବାସୁଦେବପୁର :୧୦-୦୮-୨୪(ପି.ଟି.ଭି) ବାସୁଦେବପୁର ଥାନା ଅଧିନ ପଦ୍ମପୁର ପଞ୍ଚାୟତ ରୁକଣାଦେଇପୁର ଗ୍ରାମର ସୁଦର୍ଶନ ମହାପାତ୍ରଙ୍କ ପୁଅ ପ୍ରଭାତ ଭଦ୍ରକ ଅଞ୍ଚଳର ଜଣେ ଯୁବତୀଙ୍କୁ ଭଲ ପାଇ ଆସୁଥିଲା। ବିବାହର ପ୍ରତିଶ୍ରୁତିକୁ ନେଇ ପ୍ରେମିକର ଆର୍ଥିକ ଦୁରାବସ୍ଥା ସମୟରେ ପ୍ରେମିକା ଜଣକ ଆର୍ଥିକ