ନୂଆବର୍ଷରେ ଉତ୍ସବମୟ ହେବ ରାଜଧାନୀ: ସରକାର ବଦଳିବା ପରେ ନୂଆ ପରିକଳ୍ପନାରେ କାର୍ଯ୍ୟକ୍ରମ

ପ୍ରଥମ ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ, ଓଡ଼ିଶା ନିର୍ମାଣ କନ୍‌କ୍ଲେଭ୍‌, ଅର୍ନ୍ତଜାତୀୟ ପୁଷ୍ଟି ଶସ୍ୟ ସମ୍ମିଳନୀ, ହକି ବିଶ୍ବକପ୍‌ ଓ ଏକାମ୍ର ଉତ୍ସବ ପରି ବଡ଼ ବଡ଼ କାର୍ଯ୍ୟକ୍ରମ ଆୟୋଜନ କରି ଚର୍ଚ୍ଚାରେ ଥିଲା ବିଜେଡି ସରକାର। ଭୁବନେଶ୍ୱର ୦୪-୧୨-୨୦୨୪(ପିପିଏସ ) : ପ୍ରଥମ ବିଶ୍ବ ଓଡ଼ିଆ

ଉଦ୍‌ଘାଟନ ପୂର୍ବରୁ ଝଲସୁଛି ଜିଲ୍ଲା ଜଜ୍ କୋର୍ଟ

ଦୀର୍ଘ ପ୍ରତୀକ୍ଷାର ଅନ୍ତ ଘଟିଛି। ୫ ତାରିଖରେ ଉଦ୍‌ଘାଟିତ ହେବ ଭୁବନେଶ୍ବର ଜିଲ୍ଲା ଜଜ୍ କୋର୍ଟର ନୂଆ କୋଠା। ଦେଶର ସର୍ବଶ୍ରେଷ୍ଠ ଜିଲ୍ଲା ଜଜ୍ କୋର୍ଟର ଏହି ନୂଆ କୋଠାକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଦ୍‌ଘାଟନ କରିବେ। ଭୁବନେଶ୍ୱର ୦୪-୧୨-୨୦୨୪(ପିପିଏସ ) : ଦୀର୍ଘ ପ୍ରତୀକ୍ଷାର

ମୁଁ ସମୁଦ୍ର,ଫେରିବି: ଚକ୍ରବ୍ୟୁହ ଭାଙ୍ଗିଲେ ଆଧୁନିକ ଅଭିମନ୍ୟୁ ଫଡନାଭିସ୍

ଦେବେନ୍ଦ୍ର ଫଡନାଭିସ୍ ଗୁରୁବାର ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ବିଜେପିର କୋର୍ କମିଟି ବୈଠକରେ ତାଙ୍କ ନାମ ଅନୁମୋଦନ କରାଯାଇଛି। ୨୦୧୯ଠାରୁ ଫଡନାଭିସ୍ ଅନେକ ଥର କହିଥିଲେ, ମୁଁ ସମୁଦ୍ର, ଫେରି ଆସିବି। ଏବେ ସେ ପୁଣିଥରେ ମୁଖ୍ୟମନ୍ତ୍ରୀ ପଦ ପାଇଛନ୍ତି

ପୁରୀ ସମୁଦ୍ରର ଅଥଳ ଜଳରାଶିରେ ଅପରେସନ୍ କୌଶଳ ଦେଖାଇଛନ୍ତି ନୌବୀରମାନେ

ନୌସେନା ଦିବସରେ ନୌବୀରମାନେ ପୁରୀ ସମୁଦ୍ରର ଅଥଳ ଜଳରାଶିରେ ଅପରେସନ୍ କୌଶଳ ଦେଖାଇଛନ୍ତି। ନୌସେନାର ନୌବୀରମାନେ  ୧୫ଟି ଯୁଦ୍ଧପୋତ, ୪୦ ଏୟାରକ୍ରାଫ୍ଟ୍ ଏହି ଯୁଦ୍ଧ କୌଶଳ ପ୍ରଦର୍ଶନ କରିଛନ୍ତି। ଭାରତୀୟ ନୈସନାର ଦକ୍ଷତାକୁ ଉପରେ ପୂରା ବିଶ୍ବବାସୀ ନଜର ରଖିଛନ୍ତି। 

ଅନୁପ୍ରବେଶ ରୋକିବାରେ ନୌସେନା ପ୍ରଶଂସନୀୟ ଭୂମିକା ତୁଲାଉଛି: ରାଷ୍ଟ୍ରପତି

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ କହିଛନ୍ତି, ଦେଶର ସୁରକ୍ଷା ପାଇଁ ନୌସେନାର ଭୂମିକା ଗୁରୁତ୍ବପୂର୍ଣ୍ଣ। ପୁରୀସ୍ଥିତ ବ୍ଲୁ ଫ୍ଲାଗ୍ ବିଚ୍‌ରେ ଆୟୋଜିତ ନୌସେନା ଦିବସ ଅବସରରେ ସେ ଦେଶବାସୀଙ୍କୁ ସମ୍ବୋଧିତ କରି କହିଛନ୍ତି, ସମୁଦ୍ର ଭିତରେ ଶତ୍ରୁଙ୍କୁ ଭାରତୀୟ ନୌବୀରମାନେ ପ୍ରତିରୋଧ

୨୦୨୫ ମାର୍ଚ୍ଚ ସୁଦ୍ଧା ସବୁ ଗାଁକୁ ଇଣ୍ଟରନେଟ୍ ସେବା : ଆଇଟି ମନ୍ତ୍ରୀ

୨୦୨୫ ମାର୍ଚ୍ଚ ସୁଦ୍ଧା ସବୁ ଗାଁରେ ଇଣ୍ଟରନେଟ ସେବା ଉପଲବ୍ଧ ହେବ ବୋଲି ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ। ରାଜ୍ୟରେ ମୋବାଇଲ ଇଣ୍ଟରନେଟ ସେବାକୁ ନେଇ ଉତ୍ତର ରଖି ଏହା କହିଛନ୍ତି ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ। ଏଡିଏମଙ୍କ ଅଧ୍ୟକ୍ଷତାରେ ଟାସ୍କ ଫୋର୍ସ

ଆସିଲା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ସଂପୂର୍ଣ୍ଣ ସୂଚୀ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ସୂଚୀ ସାମ୍ନାକୁ ଆସିଛି। ଆସନ୍ତା ୩ ତାରିଖ ମଙ୍ଗଳବାର ଅପରାହ୍ନ ୨ଟା ୩୦ମିନିଟ ସମୟରେ ରାଷ୍ଟ୍ରପତି ଭବନରୁ ବାହାରି ପାଲାମ୍ ବିମାନବନ୍ଦରରୁ ସ୍ବତନ୍ତ୍ର ବାୟୁସେନାର ବିମାନ ଯୋଗେ ବାହାରି ସନ୍ଧ୍ୟା ୫ଟା ସମୟରେ ଭୁବନେଶ୍ୱରରେ ପହଞ୍ଚିବେ

ଛୁଟିରେ ଥିବା ୧୯୬ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ: ସ୍ବାସ୍ଥ୍ୟମନ୍ତ୍ରୀ

ଦୀର୍ଘଦିନ ଧରି ଛୁଟିରେ ଥିବା ୧୯୬ ଡାକ୍ତରଙ୍କ ବିରୋଧରେ ରାଜ୍ୟ ସରକାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ। ସେମାନଙ୍କ ଛୁଟିର କାରଣ ଯାଞ୍ଚ୍ କରାଯାଇ ସେମାନଙ୍କ ବିରୋଧରେ ସରକାରୀ ନିୟମ ଅନୁସାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ଭୁବନେଶ୍ୱର ୦୨-୧୨-୨୦୨୪(ପିପିଏସ) :

ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ପାଇଁ ସରକାରଙ୍କ ଟାସ୍କ ଫୋର୍ସ

ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ କରିବା ପାଇଁ ରାଜ୍ୟ ସରକାର ଏକ ଟାସ୍କ ଫୋର୍ସ ଗଠନ କରିଛନ୍ତି। ଏନେଇ ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ପ୍ରଦାନ କରିଛନ୍ତି ଭୁବନେଶ୍ୱର ୦୨-୧୨-୨୦୨୪(ପିପିଏସ) : ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ କରିବା ପାଇଁ ରାଜ୍ୟ

ଘୁଷୁରିକୁ ଜିଅନ୍ତା ଖାଇବା ଘଟଣା: ଜଣେ ଗିରଫ

ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ବ୍ଲକ୍‌ର ରାଳବ ଗାଁରେ ନାଟକ ମଞ୍ଚ ଉପରେ ଘୁଷୁରିକୁ ଜିଅନ୍ତା ଖାଇବା ଘଟଣାରେ ପୁଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି। ଖଲ୍ଲିକୋଟ ଅଞ୍ଚଳ ବିମ୍ବାଧର ଗୌଡ଼କୁ ଗିରଫ କରାଯାଇଛି। ନାଟକ ପାଇଁ ବିମ୍ବାଧର ଘୁଷୁରି ଯୋଗାଇଥିବା ଅଭିଯୋଗ ହୋଇଥିଲା