କୋଣାର୍କରେ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ
କୋଣାର୍କ ସୂର୍ଯ୍ୟ ମନ୍ଦିରରୁ ବାଲି କାଢ଼ିବାରେ ବିଳମ୍ବକୁ ନେଇ କୋଣାର୍କରେ ସ୍ଥିତି ଅନୁଧ୍ୟାନ କରିଛନ୍ତି କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ। ଏ.ଏସ.ଆଇ ସୁପରିଣ୍ଟେଣ୍ଡେଣ୍ଟ ଡି.ବି ଗଡ଼ନାୟକଙ୍କ ସହିତ ଆଲୋଚନା କରିଛନ୍ତି।
କୋଣାର୍କ/ ଭୁବନେଶ୍ୱର!-->!-->!-->…