ଆଇଏସ୍ ଟାର୍ଗେଟରେ ସ୍ବିଫ୍ଟଙ୍କ ଫ୍ୟାନ୍ସ
ଭିଏନା : ଅଷ୍ଟ୍ରିଆ ରାଜଧାନୀ ଭିଏନାରେ ଆମେରିକୀୟ ସିଙ୍ଗର ଟେଲର ସ୍ବିଫ୍ଟ ଗୁରୁବାରଠାରୁ ଶନିବାର ମଧ୍ୟରେ ୩ଟି କନ୍ସର୍ଟ କରିବାର କାର୍ଯ୍ୟକ୍ରମ ରହିଥିଲା। ତେବେ ଇସ୍ଲାମିକ୍ ଷ୍ଟେଟ୍ (ଆଇଏସ୍) ପକ୍ଷରୁ ଉକ୍ତ କାର୍ଯ୍ୟକ୍ରମରେ ଆମତ୍ଘାତୀ ଆକ୍ରମଣ କରାଯିବା ନେଇ ଯୋଜନା ଚାଲିଥିବା!-->…