ବ୍ରିଜ୍ ଉପରେ ଆଧାରକାର୍ଡ ରଖି କାଠଯୋଡ଼ିକୁ ଡେଇଁପଡ଼ିଲେ ଦମ୍ପତି
କଟକ,୯/୮: ବ୍ରିଜ୍ ଉପରେ ଆଧାରକାର୍ଡ ରଖି କାଠଯୋଡ଼ିକୁ ଡେଇଁପଡ଼ିଲେ ଦମ୍ପତି । ଶୁକ୍ରବାର ସନ୍ଧ୍ୟା ସମୟରେ ଏପରି ହୃଦୟବିଦାରକ ଘଟଣା କଟକ ତ୍ରିଶୁଳିଆ ବ୍ରିଜ୍ରେ ଘଟିଛି । ଉଭୟଙ୍କ ଘର ବାଙ୍କୀ ବାଆଁରା ରାମଚନ୍ଦ୍ର ଅଞ୍ଚଳରେ । ପାରିବାରିକ କଳହରୁ ଉଭୟ ଭରା ନଦୀକୁ ଡେଇଁ ପଡ଼ିଥିବା ଜଣାପଡ଼ିଛି ।!-->…