୨୦୨୫ ମାର୍ଚ୍ଚ ସୁଦ୍ଧା ସବୁ ଗାଁକୁ ଇଣ୍ଟରନେଟ୍ ସେବା : ଆଇଟି ମନ୍ତ୍ରୀ
୨୦୨୫ ମାର୍ଚ୍ଚ ସୁଦ୍ଧା ସବୁ ଗାଁରେ ଇଣ୍ଟରନେଟ ସେବା ଉପଲବ୍ଧ ହେବ ବୋଲି ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ। ରାଜ୍ୟରେ ମୋବାଇଲ ଇଣ୍ଟରନେଟ ସେବାକୁ ନେଇ ଉତ୍ତର ରଖି ଏହା କହିଛନ୍ତି ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ। ଏଡିଏମଙ୍କ ଅଧ୍ୟକ୍ଷତାରେ ଟାସ୍କ ଫୋର୍ସ!-->…