ଉପରେ ମାଛ ତଳେ କଇଁଛ
ଆନ୍ଧ୍ରରୁ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କଇଁଛ; ଜଙ୍କିଆରେ ଧରିଲା ବନ ବିଭାଗ
ଜଂକିଆ/ଭୁବନେଶ୍ୱର ୨୩-୦୨-୨୦୨୫(ପିପିଏସ ) : ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରୁ ପଶ୍ଚିମବଙ୍ଗକୁ ଅଭିନବ ଉପାୟରେ କଇଁଛ ଚୋରାଚାଲାଣ ବିଫଳ ହୋଇଛି। ଲକ୍ଷ୍ୟସ୍ଥଳରେ କଇଁଛ ପହଞ୍ଚିବା ପୂର୍ବରୁ ଖୋର୍ଦ୍ଧା!-->!-->!-->…