ସୋରରେ ଏକ୍ସପ୍ରେସ୍ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ
ଯାତ୍ରୀ ସୁରକ୍ଷିତ, ରେଳ ଚଳାଚଳ ପ୍ରଭାବିତ
ସୋର/ଭୁବନେଶ୍ୱର ୨୨-୦୨-୨୦୨୫(ପିପିଏସ) : ବାଲେଶ୍ବର ଜିଲ୍ଲା ସୋର ଥାନା ଅଧୀନ ସବିରା ରେଳ ଷ୍ଟେସନ ଠାରୁ ମାତ୍ର କିଛି ଦୂରରେ ବେଲସାବିରା ନିକଟରେ ନ୍ୟୁ ଜଲପାଇଗୁଡ଼ି ଏକ୍ସପ୍ରେସ୍ ଶନିବାର ଅପରାହ୍ଣରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଟ୍ରେନ୍ଟି!-->!-->!-->…