ଆସନ୍ତାକାଲିଠୁ ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା
ମାର୍ଚ୍ଚ ୨ ଯାଏଁ ନଅ ଦିନ ଧରି ଚାଲିବ
ଭୁବନେଶ୍ୱର ୨୧-୦୨-୨୦୨୫ (ପିପିଏସ ) : ସୁଭଦ୍ରା ଯୋଜନା ପରେ ମହିଳାମାନଙ୍କ ପାଇଁ ସୁଭଦ୍ରା ଶକ୍ତି ମେଳାର ଆୟୋଜନ କରୁଛନ୍ତି ରାଜ୍ୟ ସରକାର। ଏହି ମେଳାରେ ମିଶନ ଶକ୍ତି ମାଆମାନେ ଯୋଗ ଦେବେ। ବର୍ତ୍ତମାନ ସୁଦ୍ଧା ଏହି ମେଳାର ନାମ ସୁଭଦ୍ରା ଶକ୍ତି!-->!-->!-->…