ଆଜିଠାରୁ ରାଜ୍ୟରେ ଘଡ଼ଘଡ଼ି ସହ ବର୍ଷା: ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି
ରାଜ୍ୟରେ ବୁଧବାରଠାରୁ ବର୍ଷା ହେବାର ସମ୍ଭାବନା ରହିଛି। ଘଡ଼ଘଡ଼ି ସହ ବର୍ଷା ହେବବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଫେବ୍ରୁଆରି ୧୯ରେ ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ!-->…