୨୦୨୩ ତୁଳନାରେ ୨୦୨୪ରେ ରାଜ୍ୟରେ ଅପରାଧିକ କାର୍ଯ୍ୟକଳାପ ବଢ଼ିଛି
୨୦୨୩ ତୁଳନାରେ ୨୦୨୪ରେ ରାଜ୍ୟରେ ଅପରାଧିକ କାର୍ଯ୍ୟକଳାପ ବଢ଼ିଛି । ଏନେଇ ଗୃହରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ପ୍ରଶ୍ନରେ ଲିଖିତ ଉତ୍ତର ଦେଇ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ।
ଭୁବନେଶ୍ୱର ୧୭-୦୨-୨୦୨୫(ପିପିଏସ) :!-->!-->!-->…