୬ ବର୍ଷରେ ରାଜ୍ୟରେ ୮ ହଜାର ୧୫୯ଟି ବାଲ୍ୟବିବାହ ହୋଇଛି: ଉପମୁଖ୍ୟମନ୍ତ୍ରୀ
ଦେଶ ସ୍ବାଧୀନତାର ୭୮ବର୍ଷ ଅତିକ୍ରମ କରିସାରିଛି। ସରକାର ‘ବିକଶିତ ଓଡ଼ିଶା, ବିକଶିତ ଭାରତ’ ପାଇଁ କାମ କରୁଛନ୍ତି ବୋଲି କହୁଛନ୍ତି। ଶିକ୍ଷା, ସ୍ବାସ୍ଥ୍ୟ ଗମନାଗମନରେ ପରିବର୍ତ୍ତନ ହୋଇଛି। ଅତ୍ୟାଧୁନିକ ସୁବିଧା ଥିବା ସମୟରେ ପୂରାତନ ମାନସିକତା ନେଇ ରାଜ୍ୟରେ ଲକ୍ଷଲକ୍ଷ ଲୋକଙ୍କୁ ବଞ୍ଚିବାକୁ!-->…