କଟକରେ ଡବଲ ମର୍ଡର ମାମଲା: ଅଭିଯୁକ୍ତ ୫ ବର୍ଷ ପରେ ଗିରଫ
କଟକର ବେଲେଶ୍ବରରେ ୨୦୧୯ ଡିସେମ୍ବରରେ ହୋଇଥିବା ଡବଲ ମର୍ଡର ମାମଲାରେ କମିସନରେଟ୍ ପୁଲିସ ଅଭିଯୁକ୍ତକୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲା ସନ୍ତୋଷ ସିହ୍ନା। ଭୁବନେଶ୍ବର-କଟକ ପୁଲିସ କମିସନରେ ସୁରେଶ ଦେବଦତ୍ତ ଶୁକ୍ରବାର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି।
କଟକ ୧୪-୦୨-୨୦୨୫(ପିପିଏସ )!-->!-->!-->…