ଏଣିକି ଜୈବିକ ଚାଉଳରେ ଶ୍ରୀମନ୍ଦିର କୋଠଭୋଗ

ମହାପ୍ରସାଦକୁ ରସାୟନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ପ୍ରାରମ୍ଭିକ ପର୍ଯ୍ୟାୟରେ ଶ୍ରୀମନ୍ଦିର କୋଠଭୋଗରେ ଜୈବିକ ଚାଉଳ ବ୍ୟବହାର କରାଯିବ। ଭୁବନେଶ୍ୱର/ପୁରୀ ୧୩-୦୨-୨୦୨୫(ପିପିଏସ) : ମହାପ୍ରସାଦକୁ ରସାୟନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ

ଭିମସାର କର୍କଟ ୱାର୍ଡରେ ବିଦ୍ୟୁତ ବିଭ୍ରାଟ

ମୋବାଇଲ ଆଲୁଅରେ କେମୋ ଥେରାପି ବୁର୍ଲା ଭିମସାରର କର୍କଟ ବିଭାଗରେ ବିଦ୍ୟୁତ ବିଭ୍ରାଟ ଯୋଗୁଁ ମୋବାଇଲ ଆଲୁଅରେ କେମୋ ଥେରାପି କରାଯାଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ ବିଭାଗ ପକ୍ଷରୁ ପ୍ରାକ୍ ସୂଚନା ନଦେଇ ବିଦ୍ୟତୁ କାଟ କରାଯାଇଥିଲା। ଏହାକୁ ନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି

ବିଦ୍ୟୁତ ଉପଭୋକ୍ତା ମିଳିତ ମଞ୍ଚର ବିକ୍ଷୋଭ 

କଟକ,୧୩-୦୨-୨୦୨୫(ପିପିଏସ) : ବିଦ୍ୟୁତ ଉପଭୋକ୍ତା ମିଳିତ ମଞ୍ଚ ପକ୍ଷରୁ ବାଦାମବାଡି ବିଦ୍ୟୁତ ନିର୍ବାହୀ ଯନ୍ତ୍ରୀଙ୍କ ଅଫିସ୍ ସମ୍ମଖରେ ବିକ୍ଷୋଭ କରାଯାଇଛି। ଶତାଧିକ ଉପଭୋକ୍ତା ଏକ ଶୋଭାଯାତ୍ରାରେ ଆସି ବିକ୍ଷୋଭ ପଦର୍ଶନ କରିଥିଲେ। ଏହି ଗଣ ବିକ୍ଷୋଭରେ ବିଦ୍ୟୁତ ଉପଭୋକ୍ତା ମିଳିତ ମଞ୍ଚର

ଓଡ଼ିଆ ଅସ୍ମିତାକୁ ପୁନର୍ଜୀବିତ କରିବା ଦିଗରେ ରାଜ୍ୟ ସରକାର କାମ କରୁଛନ୍ତି: ରାଜ୍ୟପାଳ

ଓଡ଼ିଆ ଅସ୍ମିତାକୁ ପୁନର୍ଜୀବିତ କରିବା ଦିଗରେ ରାଜ୍ୟ ସରକାର କାମ କରୁଛନ୍ତି। ‘ସରକାର ନୂଆ ଶିକ୍ଷାନୀତିକୁ ଓଡ଼ିଶାରେ ଲାଗୁ କରିଛନ୍ତି। ଆଜି ବଜେଟ୍ ଅଧିବେଶନରେ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତି ଅଭିଭାଷଣ ରଖି ଏହା କହିଛନ୍ତି। ଭୁବନେଶ୍ୱର ୧୩-୦୨-୨୦୨୫(ପିପିଏସ) : ଓଡ଼ିଆ

ଆସନ୍ତାକାଲି ପୂର୍ବାହ୍ନ ସାଢ଼େ ୧୦ଟା ଯାଏ ଗୃହ ମୁଲତବୀ

ଆସନ୍ତାକାଲି ପୂର୍ବାହ୍ନ ସାଢ଼େ ୧୦ଟା ଯାଏ ବିଧାନସଭାକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢ଼ୀ। ଶୋକ ପ୍ରସ୍ତାବ ଆଗତ ହେବା ପରେ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି। ଭୁବନେଶ୍ବର/ଭୁବନେଶ୍ୱର ୧୩-୦୨-୨୦୨୫(ପିପିଏସ) : ଆସନ୍ତାକାଲି ପୂର୍ବାହ୍ନ ସାଢ଼େ ୧୦ଟା ଯାଏ

ଏଡିଇଓଙ୍କ ଘରେ ଭିଜିଲାନ୍ସ

ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ ଅନ୍ତର୍ଗତ ଚମ୍ପିଆ ପଂଚାୟତର ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର (ଏଡିଇଓ) ଏସ୍. ପାର୍ଥସାରଥୀ ବିଶୋୟୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି।

ବନ୍ଧାହେଲେ ବିଦ୍ୟାଧର

ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ବର ଜିଲ୍ଲା ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କୁ ଭିଜିଲାନ୍ସ ଗିରଫ କରିଛି। ବିଦ୍ୟାଧର ପତିଙ୍କ ଘର, କାର୍ଯ୍ୟାଳୟ ସମେତ ଏକକାଳୀନ ୭ଟି ସ୍ଥାନରେ ଭିଜିଲାନ୍ସ ଚଢ଼ଉ କରିଛି। ତାଙ୍କ ନାଁରେ କୋଟିକୋଟି ଟଙ୍କାର ପ୍ଲଟ୍ ଓ ଫ୍ଲାଟ୍ ଥିବା ଜଣାଯାଇଛି।

ନବ ଦାସ ହତ୍ୟା: ଜନସ୍ବାର୍ଥ ମାମଲାକୁ ଗୁରୁତ୍ବର ସହ ଗ୍ରହଣ କଲେ ହାଇକୋର୍ଟ

ନବ ଦାସଙ୍କୁ ଗୁଳି ମାରି ହତ୍ୟା କରାଯିବା ଘଟଣା ସଂପର୍କିତ ଫୌଜଦାରୀ ମାମଲା ଓ ତଦନ୍ତର ସ୍ଥିତି ନେଇ ଅବଗତ କରିବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କଟକ ୧୨-୦୨-୨୦୨୫ (ପିପିଏସ) : ପୂର୍ବତନ ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ମାମଲାର ସିବିଆଇ ତଦନ୍ତ ପ୍ରସଙ୍ଗ

୩ୟ ଦିନିକିଆରେ ଭାରତର ଦମ୍‌ଦାର ପ୍ରଦର୍ଶନ: ୧୪୨ରନ୍‌ରେ ହାରିଲା ଇଂଲଣ୍ଡ

ଭାରତ ଓ ଇଂଲଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ଶୃଙ୍ଖଳାର ଅନ୍ତିମ ମୁକାବିଲାରେ ଭାରତ ଦମଦାର ପ୍ରଦର୍ଶନ କରିଛି। ଅହମଦାବାଦ୍‌ସ୍ଥିତ ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳା ଯାଇଥିବା ଏହି ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଓ ବୋଲରମାନେ ପ୍ରଶଂସନୀୟ ପ୍ରଦର୍ଶନ କରିଛନ୍ତି।

‘ଆମେ ଏପରି ଜ୍ଞାନ ସୃଷ୍ଟି କରିବା ଯାହା ବିଶ୍ୱକୁ ସକାରାତ୍ମକ ଭାବେ ରୂପାନ୍ତରିତ କରିବ’

ଛାତ୍ରଛାତ୍ରୀମାନଙ୍କୁ ଦୃଢ଼ ବିଶ୍ୱାସ, ସାହସ ଏବଂ କରୁଣା ସହିତ ନେତୃତ୍ୱ ନେବାକୁ ଆହ୍ୱାନ କରି, ମାନ୍ୟବର ରାଜ୍ୟପାଳ ସେମାନଙ୍କୁ ମହତ୍ୱାକାଂକ୍ଷୀ ପ୍ରକଳ୍ପଗୁଡ଼ିକୁ ଅନୁସରଣ କରିବାକୁ ଏବଂ 'ବିକ୍ଷିତ ଭାରତ' ଏବଂ 'ଏକ ଭାରତ ଶ୍ରେଷ୍ଠ ଭାରତ' ଦୃଷ୍ଟିକୋଣରେ ଯୋଗଦାନ ଦେବାକୁ ଉତ୍ସାହିତ