କନ୍ଧମାଳରେ ଲଜ୍ଜା: ସପ୍ତମ ଶ୍ରେଣୀର ଛାତ୍ରୀ ଗର୍ଭବତୀ
ଶିକ୍ଷା ଦୀକ୍ଷାର ଅଭାବ ନା ଅମାନୁଷିକତା
କନ୍ଧମାଳ ଜିଲ୍ଲାରେ ନାବାଳିକା ଗର୍ଭବତୀ ହେବା ଘଟଣା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଶିକ୍ଷା କ୍ଷେତ୍ରରେ ଏହି ଅଞ୍ଚଳ ପଛୁଆ ଥିବାରୁ ଖରାପ ବ୍ୟକ୍ତିଙ୍କର ଜାଲରେ ଫସିଯାଇ କମ୍ ବୟସର ଝିଅମାନେ ଏହି ଅଭାବନୀୟ ପରିସ୍ଥିତିର ସାମ୍ନା!-->!-->!-->…