‘ରାଜ୍ୟରେ ଲାଗୁ ହେବ ମମତା ଓ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଯୋଜନା’
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ମମତା ଓ ପ୍ରଧାନମନ୍ତ୍ରୀ ମାତୃବନ୍ଦନା ଯୋଜନା ଲାଗୁ ହେବ ବୋଲି କହିଛନ୍ତି। ଦୁଇଟି ସନ୍ତାନ ଜନ୍ମ କ୍ଷେତ୍ରରେ ଏହି ଯୋଜନା ଲାଗୁ ହେବ।
ଭୁବନେଶ୍ୱର ୧୧-୦୨-୨୦୨୫(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ!-->!-->!-->…