ଓସିଏକୁ କାରଣ ଦର୍ଶାଅ ନୋଟିସ୍ ଜାରି କଲା କ୍ରୀଡ଼ା ବିଭାଗ
ବାରବାଟୀ ଦିନିକିଆରେ ଫ୍ଲଡ୍ ଲାଇଟ୍ ବନ୍ଦ ବିଭ୍ରାଟ ଘଟଣା
ବାରବାଟୀ ଦିନିକିଆରେ ଫ୍ଲଡ୍ ଲାଇଟ୍ ବନ୍ଦ ବିଭ୍ରାଟ ଘଟଣାକୁ ନେଇ ଓସିଏକୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛି କ୍ରୀଡ଼ା ବିଭାଗ। କାହିଁକି ମ୍ୟାଚ୍ ବେଳେ ଲାଇଟ୍ ବନ୍ଦ ହେଲା ୧୦ଦିନ ଭିତରେ ଉତ୍ତର ରଖିବାକୁ ଏଥିରେ ନିର୍ଦ୍ଦେଶ!-->!-->!-->…