ଖାଲି ଥିବା ପଦବି ପୂରା କରିବା ପାଇଁ ରାଜ୍ୟ ସରକାର କାମ କରୁଛନ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୨୭-୧୧-୨୦୨୪ (ପିପିଏସ) : ରାଜ୍ୟରେ ଆମ ସରକାର ଗଠନ ହେଲା ପରେ ବିଭିନ୍ନ ବିଭାଗରେ ଯେଉଁ ସବୁ ଗୁରୁତ୍ବପୂର୍ଣ୍ଣ ଖାଲି ପଦବି ରହିଛି, ତାକୁ ପୂରଣ କରାଯିବ। ସେଥିପାଇଁ ଯାହା ସବୁ ଆବଶ୍ୟକ ପଦକ୍ଷେପ ଦରକାର, ତାହା ନିଆଯିବ। ଖାଲି ଥିବା ପଦବି ପୂରଣ କରିବା ପାଇଁ ନିୟମିତ ଭାବେ

ବିରୋଧୀ ଦଳର ସବୁ ପ୍ରଶ୍ନର ଜବାବ ଦେବୁ: ବିଜେପି

ଆସନ୍ତାକାଲିଠାରୁ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବ। ରାଜ୍ୟ ସରକାରଙ୍କୁ ଘେରିବାକୁ ବିରୋଧୀ ପୁଳାପୁଳା ପ୍ରସଙ୍ଗ ଧରି ବସିଛନ୍ତି। ବିଧାନସଭାକୁ ଚଳାଇ ନ ଦେବାକୁ ବିରୋଧୀଙ୍କ ଭୁବନେଶ୍ୱର ୨୬-୧୧-୨୦୨୪ (ପିପିଏସ) : ଆସନ୍ତାକାଲିଠାରୁ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବ। ରାଜ୍ୟ

ଶିକ୍ଷକ ନିଯୁକ୍ତି ନେଇ ଅଭିନବ ପ୍ରତିବାଦ: ରାସ୍ତାରେ ପଢ଼ିଲେ ଛାତ୍ରଛାତ୍ରୀ

ଭୁବନେଶ୍ୱର ବ୍ଲକ ଅଧୀନ ଲିଙ୍ଗିପୁର ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଲାଗି ରହିଛି। ଜଣେ ଶିକ୍ଷୟିତ୍ରୀଙ୍କୁ ଡେପୁଟେସନ୍‌ରେ ଅନ୍ୟତ୍ର ପଠାଯିବାକୁ କେନ୍ଦ୍ର କରି ଅଭାବନୀୟ ପରିସ୍ଥିତି ଦେଖାଦେଇଛି। ଭୁବନେଶ୍ୱର ୨୬-୧୧-୨୦୨୪

ଓଡ଼ିଶାର ଗୋଟିଏ ସମେତ ୬ଟି ଆସନ ଲାଗି ଡିସେମ୍ବର ୨୦ରେ ରାଜ୍ୟସଭା ଉପନିର୍ବାଚନ

ଆସନ୍ତା ଡିସେମ୍ବର ୨୦ ତାରିଖରେ ଅନୁଷ୍ଠିତ ହେବ ରାଜ୍ୟସଭା ଉପନିର୍ବାଚନ। ୧୦ ତାରିଖ ହେଉଛି ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ। ଏନେଇ ବିଧିବଦ୍ଧଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟସଭାରୁ ସୁଜିତ କୁମାର ଇସ୍ତଫା ଦେବା ପରେ ଓଡ଼ିଶାରେ ଏହି ଉପନିର୍ବାଚନ ଅନୁଷ୍ଠିତ ହେଉଛି।

ମାର୍ଚ୍ଚ ୭ରେ ମିଳିବ ‘ସୁଭଦ୍ରା’ ପ୍ରଥମ କିସ୍ତିର ଶେଷ ପର୍ଯ୍ୟାୟ ଟଙ୍କା

ଆସନ୍ତା ମାର୍ଚ୍ଚ ୭ ତାରିଖରେ ସୁଭଦ୍ରା ପ୍ରଥମ କିସ୍ତିର ଶେଷ ପର୍ଯ୍ୟାୟ ଟଙ୍କା ଲୋକଙ୍କ ଆକାଉଣ୍ଟକୁ ଯିବ ଏବଂ ମାର୍ଚ୍ଚ ୮ ତାରିଖରୁ ଦ୍ୱିତୀୟ କିସ୍ତି ଟଙ୍କା ମିଳିବ।ଏନେଇ ସୂଚନା ଦେଇଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।  ଭୁବନେଶ୍ୱର ୨୬-୧୧-୨୦୨୪ (ପିପିଏସ) : ଆସନ୍ତା ମାର୍ଚ୍ଚ

କର୍ପୋରେସନ ‌ବୈଠକ: ଡିସେମ୍ବରରେ ପଥ ଉତ୍ସବ, ସହିଦନଗରରେ ହେବ ଅତ୍ୟାଧୁନିକ ଅଡିଟୋରିୟମ

କପର୍ଦ୍ଦକ ଶୂନ୍ୟ ହୋଇଯାଇଛି ବିଏମ୍‌ସି। ସବୁ ବଦ ଖର୍ଚ୍ଚ କରି ଏବେ ସ୍ଥାୟୀ ଜମା ଭାଙ୍ଗିବାକୁ ବସିଛନ୍ତି। ଜନହିତକର ପ୍ରକଳ୍ପ ପ୍ରଭାବିତ ହୋଇଛି। କର୍ପୋରେଟର ଲୋକଙ୍କୁ ମୁହଁ ଦେଖାଇ ପାରୁ ନାହାନ୍ତି। ଭୁବନେଶ୍ୱର ୨୬-୧୧-୨୦୨୪ (ପିପିଏସ) : କପର୍ଦ୍ଦକ ଶୂନ୍ୟ ହୋଇଯାଇଛି ବିଏମ୍‌ସି। ସବୁ

ରାଜଧାନୀରେ ‘ଆମ ସମ୍ବିଧାନ, ଆମ ସ୍ବାଭିମାନ’ ପଦଯାତ୍ର: ସାମିଲ ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୨୬-୧୧-୨୦୨୪ (ପିପିଏସ) : ଜାତୀୟ ସମ୍ବିଧାନ ଦିବସ ଅବସରରେ ଆଜି ରାଜଧାନୀରେ ପଦଯାତ୍ରା ଅନୁଷ୍ଠିତ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜଧାନୀର ଏଜି ଛକରେ ଥିବା ସମ୍ବିଧାନ ପ୍ରଣେତା ଡକ୍ଟର ବି.ଆର୍ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ପ୍ରଥମେ ମାଲ୍ୟାର୍ପଣ

ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମୋଦୀ: ତିନି ମାସରେ ୩ଥର ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର ୨୬-୧୧-୨୦୨୪ (ପିପିଏସ) : ଆସନ୍ତା ୨୯ତାରିଖରୁ ଭୁବନେଶ୍ବରରେ ଆରମ୍ଭ ହେବ ତିନିଦିନିଆ ପୁଲିସ ମହାନିର୍ଦ୍ଦେଶକ (ଡିଜିପି) ସମ୍ମିଳନୀ। ଏଥିରେ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ପୁଲିସ ଡିଜିମାନେ ଯୋଗଦେବେ। ଏହାକୁ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଉଦ୍‌ଘାଟନ କରିବେ।

ବାଂଲାଦେଶୀ ନାବାଳିକା ଘଟଣା: ରାଜଧାନୀରୁ ତୃତୀୟ ଅଭିଯୁକ୍ତକୁ ଗିରଫ

ଭୁବନେଶ୍ୱର ୨୬-୧୧-୨୦୨୪ (ପିପିଏସ) : ବାଂଲାଦେଶୀ ନାବାଳିକା ଘଟଣାରେ ରାଜଧାନୀରୁ ଆଉଜଣେ ଅଭିଯୁକ୍ତକୁ ଗିରଫ କରିଛି ପୁଲିସ। ଅଭିଯୁକ୍ତ ହେଲା ଅବଦୁଲ ସୟଦ ସୁଲେମାନ। ତାର ଘର ଭୁବନେଶ୍ବରର ଝାରପଡ଼ା ଅଞ୍ଚଳରେ। ସେ ହିଁ ମୁଖ୍ୟତଃ ଏହି ରାକେଟକୁ ଚଳାଉଥିଲା। ତାଙ୍କ ଠାରୁ କିଂ ପିନ ଗୋପୀର କିଛି

ସମ୍ବିଧାନର (ମୁଖବନ୍ଧ )କୁ ପାଠ କରାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୨୬-୧୧-୨୦୨୪ (ପିପିଏସ) : ସମ୍ବିଧାନ ହେଉଛି ଆମ ସ୍ଵାଧୀନ ଭାରତର ପୁଣ୍ୟ ଗ୍ରନ୍ଥ। ଦେଶର ମାର୍ଗ ଦର୍ଶକ। ଦେଶର ସବୁ ଆଇନ, କାନୁନ୍, ବିଧି ବ୍ୟବସ୍ଥାର ମୁଖ୍ୟ ସ୍ରୋତ। ସମ୍ବିଧାନର ମୂଲ୍ୟବୋଧ ପ୍ରତି ସଚେତନ ରହି ସବୁ ନାଗରିକ ନିଜ ନିଜର ମୌଳିକ କର୍ତ୍ତବ୍ୟ ପାଳନ କରିବା ଆବଶ୍ୟକ।