ସମ୍ବିଧାନର (ମୁଖବନ୍ଧ )କୁ ପାଠ କରାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର ୨୬-୧୧-୨୦୨୪ (ପିପିଏସ) : ସମ୍ବିଧାନ ହେଉଛି ଆମ ସ୍ଵାଧୀନ ଭାରତର ପୁଣ୍ୟ ଗ୍ରନ୍ଥ। ଦେଶର ମାର୍ଗ ଦର୍ଶକ। ଦେଶର ସବୁ ଆଇନ, କାନୁନ୍, ବିଧି ବ୍ୟବସ୍ଥାର ମୁଖ୍ୟ ସ୍ରୋତ। ସମ୍ବିଧାନର ମୂଲ୍ୟବୋଧ ପ୍ରତି ସଚେତନ ରହି ସବୁ ନାଗରିକ ନିଜ ନିଜର ମୌଳିକ କର୍ତ୍ତବ୍ୟ ପାଳନ କରିବା ଆବଶ୍ୟକ।!-->…