ଏୟାର ଆମ୍ବୁଲାନ୍ସରେ ସ୍ଥାନାନ୍ତରିତ ହେବେ ଉତ୍ତମ ମହାନ୍ତି
ଓଲିଉଡର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତିଙ୍କ ସ୍ବାସ୍ଥ୍ୟାବସ୍ଥା ଅତି ଗୁରୁତର ଥିବା ସୂଚନା ମିଳିଛି। ତାଙ୍କୁ ଏୟାର ଆମ୍ବୁଲାନ୍ସରେ ସ୍ଥାନାନ୍ତରିତ କରାଯିବ। ଉତ୍ତମ ମହାନ୍ତିଙ୍କ ପୁଅ ବାବୁସାନ ମହାନ୍ତି ଏହି ସୂଚନା ଦେଇଛନ୍ତି।
ଭୁବନେଶ୍ୱର ୦୮-୦୨-୨୦୨୫(ପିପିଏସ ) : ଓଲିଉଡର ବରିଷ୍ଠ!-->!-->!-->…