ଆଠଗଡ଼ରେ ବୁଲୁଛି କଲରାପତରିଆ ବାଘ
କଟକ ଆଠଗଡ଼ ବନଖଣ୍ଡର ନରସିଂହପୁର ଇଷ୍ଟ ରେଞ୍ଜର ରାସ୍ତାରେ କଲରାପତରିଆ ବାଘ ଦେବାକୁ ମିଳିଛି । କଲରାପତରିଆ ବାଘଟି ନିର୍ଭୟରେ ରାସ୍ତାରେ ବୁଲୁଛି । ରାସ୍ତାରେ ବୁଲୁଥିବା ବେଳେ କଲରାପତରିଆ ବାଘର ଭିଡିଓ ମୋବାଇଲରେ କଏଦ ହୋଇଛି
କଟକ ୦୬-୦୨-୨୦୨୫(ପିପିଏସ ) : କଟକ ଆଠଗଡ଼ ବନଖଣ୍ଡର!-->!-->!-->…