ବୁଥ୍ ବାହୁଡ଼ା ମତ: ବିଜେପିକୁ ଅଧିକ ଆସନ
ଦିଲ୍ଲୀ ବିଧାନସଭା ନିର୍ବାଚନ ୨୦୨୫ ପାଇଁ ୫ ଫେବ୍ରୁଆରିରେ ମତଦାନ ଶେଷ ହୋଇଛି। ଦିଲ୍ଲୀର୭୦ଟି ବିଧାନସଭା ଆସନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍ରେ ସିଲ୍ ହୋଇଛି। ଯାହାର ଫଳାଫଳ ଫେବ୍ରୁଆରି ୮ ତାରିଖରେ ଘୋଷଣା କରାଯିବ। ଏହା ପୂର୍ବରୁ ଏକଜିଟ୍ ପୋଲ ଫଳାଫଳ ଆସିଛି
!-->!-->…