ଗଣଶିକ୍ଷା ବିଭାଗ ଓ ସିକେ-୧୨ ଫାଉଣ୍ଡେସନ୍ ମଧ୍ୟରେ ବୁଝାମଣାପତ୍ର
ବିଦ୍ୟାଳୟରେ ବିଶ୍ୱସ୍ତରୀୟ ଶିକ୍ଷା ସମ୍ବଳ ଯୋଗାଇବ
ଭୁବନେଶ୍ୱର ୦୪-୦୨-୨୦୨୫(ପିପିଏସ) : ରାଜ୍ୟର ଛାତ୍ରଛାତ୍ରୀ, ଶିକ୍ଷକ ଓ ବିଦ୍ୟାଳୟଗୁଡ଼ିକୁ ବିଶ୍ୱସ୍ତରୀୟ ଶିକ୍ଷା ସମ୍ବଳ ଯୋଗାଇଦେବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ କାର୍ଲିଫର୍ଣ୍ଣିଆର ‘ସିକେ-୧୨ ଫାଉଣ୍ଡେସନ’ ମଧ୍ୟରେ ଆଜି ଏକ!-->!-->!-->…