ଓଡ଼ିଶା ଗସ୍ତରେ ଆସିବେ ଷୋଡ଼ଶ ଅର୍ଥ କମିସନ
ଫେବ୍ରୁଆରୀ ୪ ରୁ ୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବେ ଷୋଡ଼ଶ ଅର୍ଥ କମିସନ । ଗସ୍ତ ସମୟରେ କମିସନଙ୍କ ଆଗରେ ରାଜ୍ୟ ସରକାର ଆଗାମୀ ୫ବର୍ଷ ଲାଗି କ’ଣ ଦାବି ରଖୁଛନ୍ତି ତାକୁ ନେଇ ଚର୍ଚ୍ଚା, ଆଲୋଚନା ଆରମ୍ଭ ହୋଇଛି
ଭୁବନେଶ୍ୱର ୦୩-୦୨-୨୦୨୫( ପିପିଏସ) : ଫେବ୍ରୁଆରୀ ୪ ରୁ ୭ ତାରିଖ!-->!-->!-->…