ଯଦି ଖଡଗେ ଚାହୁଁଛନ୍ତି, ମୁଁ ଇସ୍ତଫା ଦେବି: ଶାହ
ନୂଆଦିଲ୍ଲୀ/ଭୁବନେଶ୍ୱର ୧୮-୧୨-୨୦୨୪ (ପିପିଏସ) : ଯଦି ଖଡଗେ ଚାହୁଁଛନ୍ତି, ତେବେ ମୁଁ ଇସ୍ତଫା ଦେବି। ଏଭଳି ମନ୍ତବ୍ୟ ଦେଇଛନ୍ତି କେନ୍ଦ୍ର ସ୍ଵରାଷ୍ଟ ମନ୍ତ୍ରୀ ଅମିତ ଶାହ। ଡ. ବି.ଆର. ଆମ୍ବେଦକରଙ୍କ ସମ୍ପର୍କରେ ଶାହ ଦେଇଥିବା ମନ୍ତବ୍ୟକୁ ନେଇ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ!-->…