ଗ୍ରୀଷ୍ମପ୍ରବାହ ବଢିବା ସାଙ୍ଗକୁ ବଢୁଛି ଜଳକଷ୍ଟ ,
ଅଭିଯୋଗ ପରେବି ଶୁଣୁନି ପ୍ରଶାସନ
ଫିରିଙ୍ଗିଆ,୪l୪:କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ୍ କାଶିନିପଦର ପଞ୍ଚାୟତ ଅନ୍ତର୍ଗତ ଶାଶିପଦର ରାଜେନିପ୍ଡିଆ ଗ୍ରାମରେ ଦେଖିବାକୁ ମିଳିଛି ,ପାଣି ର ସମସ୍ୟା ଲୋକେ ଯେପରି ପିଇବା ପାଣି ପାଇପାରିବେ ସେଥିପାଇଁ ସରକାର କୋଟିକୋଟି ଟଙ୍କା ଖର୍ଚ୍ଚ କରି ପାଣି!-->!-->!-->…