ମୟୂରଭଞ୍ଜରେ ପ୍ରତିଷ୍ଠା ହେବ ‘ଛଉ ଏକାଡେମୀ ଓ ସାଂସ୍କୃତିକ ଗବେଷଣା କେନ୍ଦ୍ର: ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋନହ ଚରଣ ମାଝୀ ମୟୂରଭଞ୍ଜ ଉତ୍ସବ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଏହି ଅବସରରେ ସେ ମୟୂରଭଞ୍ଜର ମହାନୁଭବ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ୧୫୦ତମ ଜନ୍ମ ତିଥି ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
ଭୁବନେଶ୍ୱର ୦୧-୦୨-୨୦୨୫(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋନହ!-->!-->!-->…