୧୨ ଲକ୍ଷ ପର୍ଯ୍ୟନ୍ତ ଯାଏ ପଡ଼ିବନି ଆୟକର, ବଜେଟକୁ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ
କେନ୍ଦ୍ର ସରକାରଙ୍କ ବଜେଟରେ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟ ଉପରେ କରଛାଡ଼ ଘୋଷଣାକୁ ସ୍ବାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିଲାଗି ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ କୃତଜ୍ଞତା ଜଣାଇଛନ୍ତି।
ଭୁବନେଶ୍ୱର ୦୧-୦୨-୨୦୨୫(ପିପିଏସ!-->!-->!-->…