ଓଡ଼ିଶାର ଦାର୍ଜିଲିଂରେ ପାରା ୬.୬ ଡିଗ୍ରୀ

ଘୁ.ଉଦୟଗିରି/ଭୁବନେଶ୍ୱର ୧୯-୧୧-୨୦୨୪(ପିପିଏସ) : ସ୍ଥାନୀୟ ଅଞ୍ଚଳ ସମେତ ଟିକାବାଲି, ରାଇକିଆ, ସାରଂଗଡ଼ ପ୍ରଭୁତି ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା କମିବାରେ ଲାଗିଛି। ଗତ ୪ ଦିନ ଭିତରେ ଓଡ଼ିଶାର ଦାର୍ଜିଲିଂ କୁହାଯାଉଥିବା ଘୁ.ଉଦୟଗିରିର ତାପମାତ୍ରା ୯ ଡିଗ୍ରିରୁ ଆଜି ୬.୬ ଡିଗ୍ରିକୁ ଖସି

୨୩ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ପୁଣି ଲଘୁଚାପ

ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଏହା ୨୧ ତାରିଖ ସୁଦ୍ଧା ଘୁର୍ଣ୍ଣିବଳୟ ସୃଷ୍ଟି ହୋଇ ୨୩ ତାରିଖ ସୁଦ୍ଧା ଲଘୁଚାପରେ ପରିଣତ ହୋଇପାରେ। ଲଘୁଚାପର ପ୍ରଭାବ କେଉଁ ପ୍ରକାରର ରହିଛି ସେନେଇ କୌଣସି ସୂଚନା ପ୍ରଦାନ କରାଯାଇ

ବାଲିଯାତ୍ରା ଅବଧି ଦିନେ ବଢ଼ିଲା

ଐତିହାସିକ କଟକ ବାଲିଯାତ୍ରା ଆସନ୍ତା ୨୨ ତାରିଖ ବଦଳରେ ୨୩ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ଦର୍ଶକ, ବ୍ୟବସାୟୀ, କଳାକାରଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ସରକାର ଓ ପ୍ରଶାସନ କଟକ ବାଲିଯାତ୍ରା-୨୦୨୪କୁ ଗୋଟିଏ ଦିନ ଅଧିକ ବୃଦ୍ଧି କରିଛନ୍ତି। କଟକ,୧୯-୧୧-୨୦୨୪(ପିପିଏସ) : ନୌବାଣିଜ୍ୟର

ସିଙ୍ଗାପୁରର ସହଯୋଗ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ

ସିଙ୍ଗାପୁର ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ନିଜ ଟିମ୍‌ ସହ ସିଙ୍ଗାପୁରର ଉପପ୍ରଧାନମନ୍ତ୍ରୀ ଗାନ୍ କିମ୍ ୟଙ୍ଗଙ୍କୁ ସାକ୍ଷାତ କରି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଭୁବନେଶ୍ୱର ୧୯-୧୧-୨୦୨୪(ପିପିଏସ) : ସିଙ୍ଗାପୁର ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ

ମଧୁସୂଦନ ଆଇନ ବିଶ୍ବବିଦ୍ୟାଳୟରେ ଆଲୋଚନା

କଟକ,୧୯-୧୧-୨୦୨୪(ପିପିଏସ) : ମଧୁସୂଦନ ଆଇନ ବିଶ୍ବବିଦ୍ୟାଳୟରେ ସମ୍ବିଧାନ ସପ୍ତାହ ପାଳନ ଅବସରରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ସର୍ବୋଚ୍ଚ ନ୍ୟାୟାଳୟର ପୂର୍ବତନ ପ୍ରଧାନ ବିଚାରପତି ନ୍ୟାୟମୂର୍ତ୍ତି ଦୀପକ ମିଶ୍ର ଯୋଗଦେଇ ବିଭିନ୍ନ ମାମଲାର ଶୁଣାଣି ବିଷୟରେ ଆଲୋକପାତ କରିଥିଲେ।

ଡିସେମ୍ବର ୧୯ରେ ବିଧାନସଭା ଘେରିବେ ଅଙ୍ଗନବାଡ଼ି କର୍ମୀ

ଅଙ୍ଗନବାଡ଼ି କର୍ମୀଙ୍କୁ ଆର୍ଥିକ ଶୋଷଣ ବନ୍ଦ ଓ ଅନାବଶ୍ୟକ କାର୍ଯ୍ୟଭାର ପ୍ରତ୍ୟାହାର ସହ ଭତ୍ତା ବୃଦ୍ଧିର ପ୍ରତିଶ୍ରୁତି ପୂରଣ ନକଲେ ଆଗାମୀ ଡିସେମ୍ବର ୧୯ ତାରିଖରେ ବିଧା‌ନସଭା ଘେରାଉ କରିବ ଅଙ୍ଗନବାଡ଼ି କର୍ମଚାରୀ ୟୁନିୟନ ସଂଯୁକ୍ତ ମୋର୍ଚ୍ଚା। ଭୁବନେଶ୍ୱର ୧୯-୧୧-୨୦୨୪(ପିପିଏସ) :

ଡିସେମ୍ବର ୩ରେ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ: ୬ରେ ପହଞ୍ଚିବେ ମୟୂରଭଞ୍ଜ

ଡିସେମ୍ବର ୬ ତାରିଖରେ ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ନୂଆଦିଲ୍ଲୀରୁ ଏକ ସ୍ବତନ୍ତ୍ର ବିମାନ ଯୋଗେ ଆସି ୩ ତାରିଖରେ ସେ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନ ବନ୍ଦର ଅବତରଣ କରିବେ ବୋଲି ତାଙ୍କ ଗସ୍ତ ସୂଚୀରୁ ଜଣାପଡ଼ିଛି।

କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକଙ୍କୁ ବାନ୍ଧିଲା ଭିଜିଲାନ୍ସ

କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକଙ୍କୁ ବାନ୍ଧିଲା ଭିଜିଲାନ୍ସ। ଗତକାଲି କାମାକ୍ଷାନଗର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯିବା ପରେ କଟକକୁ ଅଣାଯାଇଥିଲା। ସେଠାରେ ତାଙ୍କୁ ଭିଜିଲାନ୍ସ ଗିରଫ କରିଥିବା ଜଣାଯାଇଛି।

୨୬ରୁ ବିଧାନସଭା ଅଧିବେଶନ, ୨୫ରେ ସର୍ବଦଳୀୟ ବୈଠକ

ଆସନ୍ତା ୨୬ ତାରିଖଠାରୁ ବିଧାନସଭାର ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ସର୍ବଦଳୀୟ ବୈଠକ ୨୫ ତାରିଖ ଦିନ ଅନୁଷ୍ଠିତ ହେବ। ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ। ଏନେଇ ସୂଚନା ଦେଇଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ। ଭୁବନେଶ୍ୱର

ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦୀ ଓ ଗୃହମନ୍ତ୍ରୀ ଶାହ

ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଗୃହମନ୍ତ୍ରୀ ଅମିତ ଶାହ। ଉଭୟେ ଓଡ଼ିଶାରେ ଆୟୋଜିତ ହେବାକୁ ଥିବା ପୁଲିସ ଡ଼ିଜି ସମ୍ମିଳନୀରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।  ନଭେମ୍ବର ୨୯ ତାରିଖରୁ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ଡିଜି ସମ୍ମିଳନୀ । ସରକାରୀ ସ୍ତରରେ ଘୋଷଣା