ଭୁବନେଶ୍ୱରରେ ଟ୍ରାଫିକ୍ ଭିଡ଼ ହ୍ରାସ ପାଇଁ ପ୍ରାୟ ୭,୦୦୦ କୋଟିର ଯୋଜନା
ଭୁବନେଶ୍ୱରର ସଂପ୍ରସାରଣ ପାଇଁ ଏକ ଆଉଟର୍ ରିଙ୍ଗ୍ ରୋଡ୍ ର ଯୋଜନା ମଧ୍ୟ ପ୍ରସ୍ତୁତ କରାଯାଇଛି। ୧୪୮ କିଲୋମିଟର ବିଶିଷ୍ଟ ଏହି ରିଙ୍ଗ୍ ରୋଡ୍, ୬ ଲେନ୍ ହେବା ସହିତ ୨ଟି ସର୍ଭିସ୍ ରୋଡ୍ ମଧ୍ୟ ରହିବ।
ଭୁବନେଶ୍ୱର ୩୧-୦୧-୨୦୨୫(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା!-->!-->!-->…