ଦୁର୍ଗମ ଅଞ୍ଚଳରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: ଦୋଳାରେ ୮ କିମି ବୁହା ହେଲେ ମହିଳା
ରାଜ୍ୟରେ ଆଜି ବି ଏମିତି ଅନେକ ଦୁର୍ଗମ ଅଞ୍ଚଳ ଅଛି, ଯେଉଁଠି ଲୋକେ ସ୍ବାସ୍ଥ୍ୟସେବାରୁ ବଞ୍ଚିତ ହେବା ସହ ଆମ୍ବୁଲାନ୍ସ ଭଳି ଜରୁରୀକାଳୀନ ସେବା ସାତସପନ ପାଲଟିଛି। ଭାତହାଣ୍ଡିରୁ ଗୋଟିଏ ଚିପିବା ନ୍ୟାୟରେ ଏହାର ଜ୍ବଳନ୍ତ ଉଦାହରଣ
ପାତ୍ରପୁର/ଭୁବନେଶ୍ୱର ୧୮-୧୧-୨୦୨୪ (ପିପିଏସ) : ରାଜ୍ୟରେ!-->!-->!-->…