ଇମର୍ତ୍ତୀ ଦେବୀ ମହିଳା ମହାବିଦ୍ୟାଳୟର ବାର୍ଷିକ ଉତ୍ସବ
ସାଂସଦଙ୍କ ବିଭିନ୍ନ କାର୍ଯ୍ୟକର୍ମରେ ଅଂଶଗ୍ରହଣ
କଟକ ୨୯-୦୧-୨୦୨୫(ପିପିଏସ ) : କଟକ ନୟାସଡ଼କସ୍ଥିତ ଇମର୍ତ୍ତୀଦେବୀ ମହିଳା ମହାବିଦ୍ୟାଳୟର ଅଧ୍ୟକ୍ଷା ଡ଼କ୍ଟର ସାଗରିକା ମହାନ୍ତିଙ୍କ ପୌରୋହିତ୍ୟରେ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଅଛି । ଏହି ଉତ୍ସବରେ ସାଂସଦ ଭର୍ତ୍ତୃହରି ମହତାବ ମୁଖ୍ୟ!-->!-->!-->!-->!-->…